Acts 18:25 — Compare Translations
7 translations compared side by side
Odia - 1840
"ତାହାଙ୍କୁ ପ୍ରଭୁଙ୍କ ପଥ ବିଷୟ ରେ ଶିକ୍ଷା ଦିଆଯାଇଥିଲା ଓ ସେ ଉତ୍ସାହଜନକ ଆତ୍ମା ରେ ପୂର୍ଣ୍ଣ ହାଇେ କଥା କହୁଥିଲେ। କବଳେ ଯୋହନଙ୍କର ବାପ୍ତିସ୍ମ ବିଷୟ ରେ ଜାଣିଥିଲେ ମଧ୍ଯ ସେ ଯୀଶୁଙ୍କ ବିଷୟ ରେ ସମ୍ପୂର୍ଣ୍ଣ ଶିକ୍ଷା ଠିକ୍ ଭାବରେ ଦେଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ବ୍ୟକ୍ତି ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷାପ୍ରାପ୍ତ ହୋଇଥିଲେ, ପୁଣି ଆତ୍ମାରେ ଉତ୍ତପ୍ତ ହୋଇ ଯୀଶୁଙ୍କ ବିଷୟ ସୂକ୍ଷ୍ମ ରୂପେ କହି ଶିକ୍ଷା ଦେଉଥିଲେ, କିନ୍ତୁ ସେ କେବଳ ଯୋହନଙ୍କ ବାପ୍ତିସ୍ମ ବିଷୟ ଜାଣିଥିଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷା ପାଇଥିଲେ ଓ ଅତ୍ୟନ୍ତ ଉତ୍ସାହର ସହିତ ପ୍ରକୃତ ତଥ୍ୟ ପ୍ରକାଶ କରି ଶିକ୍ଷା ଦେଉଥିଲେ। କିନ୍ତୁ ଏ ସମ୍ପର୍କରେ ସେ କେବଳ ଯୋହନଙ୍କ ଜଳଦୀକ୍ଷା ବିଷୟ ଜାଣିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କୁ ପ୍ରଭୁଙ୍କ ପଥ ବିଷୟରେ ଶିକ୍ଷା ଦିଆଯାଇଥିଲା ଓ ସେ ଉତ୍ସାହଜନକ ଆତ୍ମାରେ ପୂର୍ଣ୍ଣ ହୋଇ କଥା କହୁଥିଲେ। କେବଳ ଯୋହନଙ୍କର ବାପ୍ତିସ୍ମ ବିଷୟରେ ଜାଣିଥିଲେ ମଧ୍ୟ ସେ ଯୀଶୁଙ୍କ ବିଷୟରେ ସମ୍ପୂର୍ଣ୍ଣ ଶିକ୍ଷା ଠିକ୍ ଭାବରେ ଦେଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ବ୍ୟକ୍ତି ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷା ପ୍ରାପ୍ତ ହୋଇଥିଲେ, ପୁଣି, ଆତ୍ମାରେ ଉତ୍ତପ୍ତ ହୋଇ ଯୀଶୁଙ୍କ ବିଷୟ ସୂକ୍ଷ୍ମରୂପେ କହି ଶିକ୍ଷା ଦେଉଥିଲେ, କିନ୍ତୁ ସେ କେବଳ ଯୋହନଙ୍କ ବାପ୍ତିସ୍ମ ବିଷୟ ଜାଣିଥିଲେ;
Odia IRV 2017 (ଓଡିଆ ବାଇବେଲ)
ଏହି ବ୍ୟକ୍ତି ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷା ପ୍ରାପ୍ତ ହୋଇଥିଲେ, ପୁଣି, ଆତ୍ମାରେ ଉତ୍ତପ୍ତ ହୋଇ ଯୀଶୁଙ୍କ ବିଷୟ ସୂକ୍ଷ୍ମରୂପେ କହି ଶିକ୍ଷା ଦେଉଥିଲେ, କିନ୍ତୁ ସେ କେବେଳ ଯୋହନଙ୍କ ବାପ୍ତିସ୍ମ ବିଷୟ ଜାଣିଥିଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿಯಾಚ್ಯಾ ವಿಶಯಾತ್ ತೆನಿ ಬರೆ ಶಿಕುನ್ ಘೆಟಲ್ಯಾನ್, ಅನಿ ತೊ ಲೈ ಉಮ್ಮೆದಿಚ್ಯಾ ಮನಾನ್ ಜೆಜುಚ್ಯಾ ವಿಶಯಾತ್ ಸಮಾಕರುನ್ ಶಿಕಾಪಾ ಶಿಕ್ವಿತ್ ಹೊತ್ತೊ, ತೆಕಾ ಜುವಾಂವಾಚ್ಯಾ ಬಾಲ್ತಿಮಾಚ್ಯಾ ವಿಶಯಾತ್ ತವ್ಡೆಚ್ ಗೊತ್ತ್ ಹೊತ್ತೆ.
Recommended Reading