Acts 18:27 — Compare Translations
7 translations compared side by side
Odia - 1840
"ସେ ଯେତବେେଳେ ଆଖାଯାକୁ ବାହାରିଲେ, ସେତବେେଳେ ଭାଇମାନେ ତାହାଙ୍କୁ ଉତ୍ସାହିତ କଲେ। ସମାନେେ ତାହାଙ୍କୁ ସ୍ବାଗତ କରିବାପାଇଁ ଶିଷ୍ଯମାନଙ୍କୁ ପତ୍ର ଲେଖିଲେ। ସେ ସଠାେରେ ପହଞ୍ଚି ପରମେଶ୍ବରଙ୍କ ଅନୁଗ୍ରହ ରେ ବିଶ୍ବାସ କରିଥିବା ଲୋକମାନଙ୍କର ବହୁତ ସାହାୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆଖାୟା ଦେଶକୁ ଯିବା ପାଇଁ ଇଚ୍ଛା କରିବାରୁ ଭାଇମାନେ ତାଙ୍କୁ ଉତ୍ସାହ ଦେଇ ତାଙ୍କୁ ଗ୍ରହଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଲେଖିଲେ । ସେ ସେଠାରେ ଉପସ୍ଥିତ ହୋଇ, ଯେଉଁମାନେ ବିଶ୍ଵାସ କରିଥିଲେ, ଈଶ୍ଵରଙ୍କ ଅନୁଗ୍ରହ ଦ୍ଵାରା ସେମାନଙ୍କର ବହୁତ ଉପକାର କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଆପୋଲ୍ଲୋ ଆଖାୟା ପ୍ରଦେଶକୁ ଯିବା ପାଇଁ ସ୍ଥିର କରିବାରୁ, ଏଫିସସ୍ର ବିଶ୍ୱାସୀମାନେ ତାଙ୍କୁ ସାହାଯ୍ୟ କଲେ ଏବଂ ତାଙ୍କୁ ସାଦରେ ଗ୍ରହଣ କରିବା ପାଇଁ ଅନୁରୋଧ ଜଣାଇ ଆଖାୟାର ବିଶ୍ୱାସୀମାନଙ୍କୁ ପତ୍ର ଲେଖିଲେ। ସେ ସେଠାରେ ପହଞ୍ଚି ଈଶ୍ୱରଙ୍କ ଅନୁଗ୍ରହରୁ ବିଶ୍ୱାସ ହୋଇଥିବା ବ୍ୟକ୍ତିମାନଙ୍କୁ ବହୁତ ସାହାଯ୍ୟ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଯେତେବେଳେ ଆଖାୟାକୁ ବାହାରିଲେ, ସେତେବେଳେ ଭାଇମାନେ ତାହାଙ୍କୁ ଉତ୍ସାହିତ କଲେ। ସେମାନେ ତାହାଙ୍କୁ ସ୍ୱାଗତ କରିବା ପାଇଁ ଶିଷ୍ୟମାନଙ୍କୁ ପତ୍ର ଲେଖିଲେ। ସେ ସେଠାରେ ପହଞ୍ଚି ପରମେଶ୍ୱରଙ୍କ ଅନୁଗ୍ରହରେ ବିଶ୍ୱାସ କରିଥିବା ଲୋକମାନଙ୍କର ବହୁତ ସାହାଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆଖାୟା ଦେଶକୁ ଯିବା ପାଇଁ ଇଚ୍ଛା କରିବାରୁ ଭାଇମାନେ ତାହାଙ୍କୁ ଉତ୍ସାହ ଦେଇ ତାହାଙ୍କୁ ଗ୍ରହଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଲେଖିଲେ। ସେ ସେଠାରେ ଉପସ୍ଥିତ ହୋଇ, ଯେଉଁମାନେ ବିଶ୍ୱାସ କରିଥିଲେ, ଈଶ୍ବରଙ୍କ ଅନୁଗ୍ରହ ଦ୍ୱାରା ସେମାନଙ୍କର ବହୁତ ଉପକାର କଲେ,
Odia IRV 2017 (ଓଡିଆ ବାଇବେଲ)
ସେ ଆଖାୟା ଦେଶକୁ ଯିବା ପାଇଁ ଇଚ୍ଛା କରିବାରୁ ଭାଇମାନେ ତାହାଙ୍କୁ ଉତ୍ସାହ ଦେଇ ତାହାଙ୍କୁ ଗ୍ରହଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଲେଖିଲେ । ସେ ସେଠାରେ ଉପସ୍ଥିତ ହୋଇ, ଯେଉଁମାନେ ବିଶ୍ୱାସ କରିଥିଲେ, ଈଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ସେମାନଙ୍କର ବହୁତ ଉପକାର କଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಗ್ಳೆ ಹೊಲ್ಯಾ ಮಾನಾ ಅಪೊಲ್ಲೊಸಾನ್ ಅಖಾಯಾಕ್ ಜಾವ್ಚೆ ಮನುನ್ ನಿರ್ದಾರ್ ಕರ್ಲ್ಯಾನ್, ತನ್ನಾ ಎಫೆಸಾತ್ಲ್ಯಾ ವಿಶ್ವಾಸಿ ಲೊಕಾನಿ ಅಖಾಯಿಯಾತ್ಲ್ಯಾ ವಿಶ್ವಾಸಿ ಲೊಕಾಕ್ನಿ ಚಿಟ್ ಲಿವ್ನ್ ಮಜ್ಜತ್ ಕರುನ್ ತೆಕಾ ಸ್ವಾಗತ್ ಕರುಕ್ ಮನುನ್ ಘೆಟ್ಲ್ಯಾನಿ, ತೊ ಥೈ ಪಾವಲ್ಯಾ ತನ್ನಾ ದೆವಾಚ್ಯಾ ಮೊಟ್ಯಾ ಕುರ್ಪೆ ವೈನಾ ಥೈ ಹೊತ್ತ್ಯಾ ವಿಶ್ವಾಸಿ ಲೊಕಾಕ್ನಿ ಎಕ್ ಮಜತ್ಕಾರಿ ಹೊಲೊ.