Acts 18:3 — Compare Translations
7 translations compared side by side
Odia - 1840
"ସମାନେେ ତମ୍ବୁ ବ୍ଯବସାଯୀ ଥିଲେ। ପାଉଲ ମଧ୍ଯ ସହେି ବ୍ଯୟବସାଯୀ ଥିଲେ। ତେଣୁ ସେ ମଧ୍ଯ ସମାନଙ୍କେ ସହିତ ରହି ସହେି କାମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସମବ୍ୟବସାୟୀ ଥିବାରୁ ସେମାନଙ୍କ ସହିତ ବାସ କଲେ, ଆଉ ସେମାନେ କର୍ମ କରିବାକୁ ଲାଗିଲେ, କାରଣ ବ୍ୟବସାୟରେ ସେମାନେ ତମ୍ଵୁ ନିର୍ମାଣକାରୀ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲ ସେମାନଙ୍କୁ ଦେଖା କରିବାକୁ ଯାଇ ସେମାନଙ୍କ ସହିତ ବାସ କଲେ, କାରଣ ସେ ମଧ୍ୟ ସେମାନଙ୍କ ପରି ତମ୍ବୁ ନିର୍ମାଣ କରି ଜୀବିକା ନିର୍ବାହ କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତମ୍ବୁ ବ୍ୟବସାୟୀ ଥିଲେ। ପାଉଲ ମଧ୍ୟ ସେହି ବ୍ୟବସାୟୀ ଥିଲେ। ତେଣୁ ସେ ମଧ୍ୟ ସେମାନଙ୍କ ସହିତ ରହି ସେହି କାମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସମବ୍ୟବସାୟୀ ଥିବାରୁ ସେମାନଙ୍କ ସହିତ ବାସ କଲେ, ଆଉ ସେମାନେ କର୍ମ କରିବାକୁ ଲାଗିଲେ, କାରଣ ବ୍ୟବସାୟରେ ସେମାନେ ତମ୍ୱୁ ନିର୍ମାଣକାରୀ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସମବ୍ୟବସାୟୀ ଥିବାରୁ ସେମାନଙ୍କ ସହିତ ବାସ କଲେ, ଆଉ ସେମାନେ କର୍ମ କରିବାକୁ ଲାଗିଲେ, କାରଣ ବ୍ୟବସାୟରେ ସେମାନେ ତମ୍ୱୁ ନିର୍ମାଣକାରୀ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ತೆನಿ ಪಾವ್ಲುಚ್ಯಾ ಸಾರ್ಕೆ ಬಿಡಾರಾ ತಯಾರ್ ಕರ್ತಲೆ ಕಾಮ್ ಕರಿತ್ ಪಾವ್ಲು ತೆಂಚ್ಯಾ ವಾಂಗ್ಡಾಚ್ ಹೊತ್ತೊ.