Acts 18:4 — Compare Translations

7 translations compared side by side

Odia - 1840
"ପାଉଲ ପ୍ରତି ବିଶ୍ରାମବାର ଦିନ ସମାଜସଭାଗୃହ ରେ ଯିହୂଦୀୟ ଓ ଗ୍ରୀକ୍ମାନଙ୍କ ସହିତ ଚର୍‍ଚ୍ଚା କରୁଥିଲେ ଓ ଉପଦେଶ ଦ୍ବାରା ସମାନଙ୍କେର ବିଶ୍ବାସ ଜନ୍ମାଇବାକୁ ଚେଷ୍ଟା କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରତି ବିଶ୍ରାମବାରରେ ସେ ସମାଜଗୃହରେ ଉପଦେଶ ଦେଇ ଯିହୁଦୀ ଓ ଗ୍ରୀକ୍ମାନଙ୍କର ବିଶ୍ଵାସ ଜନ୍ମାଇବାକୁ ଚେଷ୍ଟା କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଇହୁଦୀ ତଥା ଗ୍ରୀକ୍ମାନଙ୍କ ମନରେ ପ୍ରଭୁଙ୍କ ପ୍ରତି ବିଶ୍ୱାସ ଜନ୍ମାଇବା ନିମନ୍ତେ ପ୍ରତ୍ୟେକ ବିଶ୍ରାମବାର ଦିନ ସେ ସମାଜ ଗୃହରେ ଆଲୋଚନା କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ପ୍ରତି ବିଶ୍ରାମବାର ଦିନ ସମାଜସଭାଗୃହରେ ଯିହୂଦୀୟ ଓ ଗ୍ରୀ‌କ୍‌‌ମାନଙ୍କ ସହିତ ଚର୍ଚ୍ଚା କରୁଥିଲେ ଓ ଉପଦେଶ ଦ୍ୱାରା ସେମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରତି ବିଶ୍ରାମବାର ଦିନରେ ସେ ସମାଜଗୃହରେ ଉପଦେଶ ଦେଇ ଯିହୁଦୀ ଓ ଗ୍ରୀକ୍‍ମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରତି ବିଶ୍ରାମବାରରେ ସେ ସମାଜଗୃହରେ ଉପଦେଶ ଦେଇ ଯିହୂଦୀ ଓ ଗ୍ରୀକ୍ ମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹರ್ ಸಬ್ಬತ್‍ ದಿಸಾದಿಸಿ ಪಾವ್ಲುನ್ ದೆವಾಚ್ಯಾ ಲೊಕಾಂಚ್ಯಾ ಸಿನಾಗೊತ್ ಜುದೆವಾಂಚ್ಯಾ ವಾಂಗ್ಡಾ ಅನಿ ಗ್ರಿಕಾಂಚ್ಯಾ ವಾಂಗ್ಡಾ ಚರ್ಚಾ ಕರುನ್ ಎಕ್ ಕರುಚೆ ಮನುನ್ ಬಗಿ.