Acts 18:5 — Compare Translations
7 translations compared side by side
Odia - 1840
"ଶୀଲା ଓ ତୀମଥି ମାକିଦନିଆରୁ କରିନ୍ଥକୁ ଆସିବା ପରେ ପାଉଲ ତାହାଙ୍କର ସବୁ ସମୟ ସୁସମାଚ଼ାର ପ୍ରଚ଼ାର କରିବା ରେ ଦେଲେ। ସେ ଯିହୂଦୀମାନଙ୍କ ଆଗ ରେ ପ୍ରମାଣିତ କରି ଦେଲେ ଯେ, ଯୀଶୁ ଖ୍ରୀଷ୍ଟ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ଶୀଲା ଓ ତୀମଥି ମାକିଦନିଆରୁ ଆସିଲେ, ସେତେବେଳେ ପାଉଲ ବାକ୍ୟ ପ୍ରଚାରରେ ନିତା; ନିବିଷ୍ଟ ଥାଇ, ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯିହୁଦୀମାନଙ୍କ ନିକଟରେ ସାକ୍ଷ୍ୟ ଦେଉଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶୀଲା ଓ ତୀମଥି ମାସିଦୋନିଆରୁ ଫେରି ଆସିବା ପରେ ପାଉଲ ଇହୁଦୀମାନଙ୍କ ନିକଟରେ ଯୀଶୁଙ୍କ ଶୁଭବାର୍ତ୍ତା ପ୍ରଚାର କରିବାରେ ପୂର୍ଣ୍ଣ ସମୟ ବିନିଯୋଗ କଲେ ଏବଂ ଯୀଶୁଙ୍କୁ ମସୀହ ବୋଲି ସାକ୍ଷ୍ୟ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଶୀଲା ଓ ତୀମଥି ମାକିଦନିଆରୁ କରିନ୍ଥକୁ ଆସିବା ପରେ ପାଉଲ ତାହାଙ୍କର ସବୁ ସମୟ ସୁସମାଗ୍ଭର ପ୍ରଗ୍ଭର କରିବାରେ ଦେଲେ। ସେ ଯିହୂଦୀମାନଙ୍କ ଆଗରେ ପ୍ରମାଣିତ କରିଦେଲେ ଯେ, ଯୀଶୁ ଖ୍ରୀଷ୍ଟ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ଶୀଲା ଓ ତୀମଥି ମାକିଦନିଆରୁ ଆସିଲେ, ସେତେବେଳେ ପାଉଲ ବାକ୍ୟ ପ୍ରଚାରରେ ନିତାନ୍ତ ନିବିଷ୍ଟ ଥାଇ, ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯିହୁଦୀମାନଙ୍କ ନିକଟରେ ସାକ୍ଷ୍ୟ ଦେଉଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ଶୀଲା ଓ ତୀମଥି ମାକିଦନିଆରୁ ଆସିଲେ, ସେତେବେଳେ ପାଉଲ ବାକ୍ୟ ପ୍ରଚାରରେ ନିତାନ୍ତ ନିବିଷ୍ଟ ଥାଇ, ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯିହୂଦୀମାନଙ୍କ ନିକଟରେ ସାକ୍ଷ୍ୟ ଦେଉଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಿಲಾಸ್, ತಿಮೊಥಿ ಅನಿ ಪಾವ್ಲು ಮೆಸೆದೊನಿಯಾತ್ನಾ ಯೆಲೆ, ಪಾವ್ಲುನ್ ಅಪ್ಲೊ ಯೆಳ್ ಸಗ್ಳೊ ತ್ಯಾ ಲೊಕಾಕ್ನಿ ದೆವಾಚಿ ಖಬರ್ ಕಳ್ವುನ್ ದಿಲ್ಯಾನ್, ಅನಿ ಜೆಜುಚ್ ಕ್ರಿಸ್ತ್ ಮನುನ್ ಜುದೆವಾಂಚ್ಯಾ ಮದ್ದಿ ಸಾಕ್ಷಿ ದಿಲ್ಯಾನ್.
Recommended Reading