Acts 18:8 — Compare Translations
7 translations compared side by side
Odia - 1840
"କ୍ରୀଷ୍ପ ସେ ସମାଜଗୃହର ମୁଖ୍ଯ ଥିଲେ। ସେ ଓ ତାହାଙ୍କର ପରିବାରର ସମସ୍ତେ ପ୍ରଭୁଙ୍କୁ ବିଶ୍ବାସ କଲେ। ଅନକେ କରିନ୍ଥୀୟ ଲୋକମାନେ ପାଉଲଙ୍କ ଶିକ୍ଷା ଶୁଣିଲେ, ବିଶ୍ବାସ କଲେ ଓ ବାପ୍ତିଜିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସମାଜଗୃହର ଅଧ୍ୟକ୍ଷ କ୍ରୀଷ୍ପ ସପରିବାରରେ ପ୍ରଭୁଙ୍କଠାରେ ବିଶ୍ଵାସ କଲେ, ଆଉ କରିନ୍ଥୀୟମାନଙ୍କ ମଧ୍ୟରୁ ଅନେକେ ଶୁଣି ବିଶ୍ଵାସ କରିବାକୁ ଲାଗିଲେ ଓ ବାପ୍ତିଜିତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମାଜ ଗୃହର ଅଧ୍ୟକ୍ଷ କ୍ରିସ୍ପସ୍ ଓ ତାଙ୍କ ପରିବାରର ସମସ୍ତେ ପ୍ରଭୁଙ୍କଠାରେ ବିଶ୍ୱାସ କଲେ ଏବଂ କରିନ୍ଥର ଆହୁରି ଅନେକ ଲୋକ ପାଉଲଙ୍କ ଶିକ୍ଷା ଶୁଣି ବିଶ୍ୱାସ କଲେ ଓ ଜଳଦୀକ୍ଷା ଗ୍ରହଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
କ୍ରୀଷ୍ପ ସେ ସମାଜଗୃହର ମୁଖ୍ୟ ଥିଲେ। ସେ ଓ ତାହାଙ୍କର ପରିବାରର ସମସ୍ତେ ପ୍ରଭୁଙ୍କୁ ବିଶ୍ୱାସ କଲେ। ଅନେକ କରିନ୍ଥୀୟ ଲୋକମାନେ ପାଉଲଙ୍କ ଶିକ୍ଷା ଶୁଣିଲେ, ବିଶ୍ୱାସ କଲେ ଓ ବାପ୍ତିଜିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସମାଜଗୃହର ଅଧ୍ୟକ୍ଷ କ୍ରୀଷ୍ପ ଏବଂ ସପରିବାର ପ୍ରଭୁଙ୍କଠାରେ ବିଶ୍ୱାସ କଲେ, ଆଉ କରିନ୍ଥୀୟମାନଙ୍କ ମଧ୍ୟରୁ ଅନେକ ଶୁଣି ବିଶ୍ୱାସ କରିବାକୁ ଲାଗିଲେ ଓ ବାପ୍ତିଜିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସମାଜଗୃହର ଅଧ୍ୟକ୍ଷ କ୍ରୀଷ୍ପ ଏବଂ ସପରିବାର ପ୍ରଭୁଙ୍କଠାରେ ବିଶ୍ୱାସ କଲେ, ଆଉ କରିନ୍ଥୀୟମାନଙ୍କ ମଧ୍ୟରୁ ଅନେକ ଶୁଣି ବିଶ୍ୱାସ କରିବାକୁ ଲାଗିଲେ ଓ ବାପ୍ତିଜିତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ಪಸ್ ಮನ್ತಲೊ ಎಕ್ ಮಾನುಸ್ ಸಿನಾಗೊಚೊ ಅದಿಕಾರಿ ಹೊಲ್ಲೊ, ಅನಿ ತೆಚ್ಯಾ ಘರಾತ್ ಹೊತ್ತಿ ಸಗ್ಳ್ಯಾ ಲೊಕಾನಿ ಧನಿಯಾಚೆರ್ ವಿಶ್ವಾಸ್ ಥವ್ಲ್ಯಾನಿ, ಕೊರಿಂಥ್ ಮನ್ತಲ್ಯಾ ಗಾಂವಾತ್ ಪಾವ್ಲುನ್ ಸಾಂಗಲ್ಲಿ ಬರಿ ಖಬರ್ ಆಯ್ಕಲ್ಯಾ ಲೈ ಲೊಕಾನಿ ವಿಶ್ವಾಸ್ ಕರುನ್ ಬಾಲ್ತಿಮ್ ಘೆಟ್ಲ್ಯಾನಿ.