Acts 18:9 — Compare Translations

7 translations compared side by side

Odia - 1840
"ଦିନେ ରାତି ରେ ପ୍ରଭୁ ପାଉଲଙ୍କୁ ସ୍ବପ୍ନ ରେ କହିଲେ, ଭୟ କରନାହିଁ। ନୀରବ ରୁହ ନାହିଁ। କଥା କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରଭୁ ରାତ୍ରିରେ ଦର୍ଶନ ଦ୍ଵାରା ପାଉଲଙ୍କୁ କହିଲେ, “ଭୟ କର ନାହିଁ, ନୀରବ ନ ରହି କଥା କୁହ, କାରଣ ଆମ୍ଭେ ତୁମ୍ଭ ସାଙ୍ଗରେ ଅଛୁ,
Odia BSI (ପବିତ୍ର ବାଇବଲ (CL) NT (BSI))
ଗୋଟିଏ ରାତିରେ ପାଉଲ ଏକ ଦର୍ଶନ ପାଇଲେ, ଦର୍ଶନରେ ପ୍ରଭୁ ତାଙ୍କୁ କହିଲେ, “ଭୟ କର ନାହିଁ, ପ୍ରଚାର କରୁଥାଅ, ସେଥିରୁ ବିରତ ହୁଅ ନାହିଁ,
Odia Bible ERV 2004 (ପବିତ୍ର ବାଇବଲ)
ଦିନେ ରାତିରେ ପ୍ରଭୁ ପାଉଲଙ୍କୁ ସ୍ୱପ୍ନରେ କହିଲେ, “ଭୟ କର ନାହିଁ। ନୀରବ ରୁହ ନାହିଁ। କଥା କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରଭୁ ରାତ୍ରିରେ ଦର୍ଶନ ଦ୍ୱାରା ପାଉଲଙ୍କୁ କହିଲେ, “ଭୟ କର ନାହିଁ, ନୀରବ ନ ରହି କଥା କୁହ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରଭୁ ରାତ୍ରିରେ ଦର୍ଶନ ଦ୍ୱାରା ପାଉଲଙ୍କୁ କହିଲେ, "ଭୟ କର ନାହିଁ, ନୀରବ ନ ରହି କଥା କୁହ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ದಿಸಿ ರಾತ್ತಿನ್ ಪಾವ್ಲುಕ್ ದರ್ಶನ್ ಹೊಲೆ ಧನಿಯಾನ್; ತೆಕಾ, ಭಿಂವ್‍ನಕೊ! ಲೊಕಾಕ್ನಿ ತಿಯಾ ಸಾಂಗುನ್ಗೆತ್ ಜಾ, ಇಬೆ ಕರುನಕ್ಕೊ!