Acts 19:1 — Compare Translations

7 translations compared side by side

Odia - 1840
"ଆପଲ୍ଲ କରିନ୍ଥ ରେ ଥିଲେ ବେଳେ ପାଉଲ ବିଭିନ୍ନ ସ୍ଥାନସବୁ ଦଇେ ଯାତ୍ରା କରି ଏଫିସ ରେ ଆସି ପହନ୍ଚିଲେ। ତା'ପରେ ପାଉଲ ସଠାେରେ ସେ ଯୋହନଙ୍କ କେତକେ ଶିଷ୍ଯଙ୍କୁ ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଲ୍ଲ କରିନ୍ଥରେ ଥିବା ସମୟରେ ପାଉଲ ପୂର୍ବ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖା ପାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆପୋଲ୍ଲୋ କରିନ୍ଥରେ ଥିବାବେଳେ ପାଉଲ ପ୍ରଦେଶର ଆଭ୍ୟନ୍ତରୀଣ ଅଞ୍ଚଳରେ ଯାତ୍ରା ଶେଷ କରି ଏଫିସସ୍ରେ ପହଞ୍ଚିଲେ। ସେଠାରେ ସେ କେତେକ ଶିଷ୍ୟଙ୍କ ଦେଖା ପାଇ ପଚାରିଲେ,
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ଏଫିସ ନଗରରେ ଆପଲ୍ଲ କରିନ୍ଥରେ ଥିଲାବେଳେ ପାଉଲ ବିଭିନ୍ନ ସ୍ଥାନସବୁ ଦେଇ ଯାତ୍ରା କରି ଏଫିସରେ ଆସି ପହଞ୍ଚିଲେ। ତା’ପରେ ପାଉଲ ସେଠାରେ ସେ ଯୋହନଙ୍କ କେତେକ ଶିଷ୍ୟଙ୍କୁ ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଲ୍ଲ କରିନ୍ଥ ସହରରେ ଥିବା ସମୟରେ ପାଉଲ ପାହାଡ଼ିଆ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖାପାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆପଲ୍ଲ କରିନ୍ଥରେ ଥିବା ସମୟରେ ପାଉଲ ପୂର୍ବ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖାପାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪೊಲ್ಲೊಸ್ ಕೊರಿಂಥ್ ಶಾರಾತ್ ರಾತಾನಾ ಪಾವ್ಲುನ್ ಮಡ್ಡಿ ವೈಲಾ ಗಾಂವಾತ್ನಿ ಜಾವ್ನ್ಗೆತ್ ಎಫೆಸಾಕ್ ಯೆವ್ನ್ ಉಲ್ಯಾ ಶಿಸಾಕ್ನಿ ಭೆಟುನ್,