Acts 19:10 — Compare Translations
7 translations compared side by side
Odia - 1840
"ଏହିପରି ଦୁଇ ବର୍ଷ ବିତିଗଲା, ଏଥିପାଇଁ ଏସିଆର ସମସ୍ତ ବାସିନ୍ଦାମାନେ ଅର୍ଥାତ୍ ଉଭୟ ଯିହୂଦୀୟ ଓ ଗ୍ରୀକ୍ମାନେ ପ୍ରଭୁଙ୍କ କଥା ଶୁଣିବାକୁ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିପରି ଦୁଇ ବର୍ଷ ପର୍ଯ୍ୟନ୍ତ ଚାଲିଲା; ସେଥିରେ ଆସିଆ ନିବାସୀ ଯିହୁଦୀ ଓ ଗ୍ରୀକ୍ ସମସ୍ତେ ପ୍ରଭୁଙ୍କ ବାକ୍ୟ ଶ୍ରବଣ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦୁଇ ବର୍ଷ ଧରି ଏହା ଚାଲିଲା। ଏସିଆ ଦେଶରେ ବାସ କରୁଥିବା ଅନେକ ଇହୁଦୀ ଓ ଅଣଇହୁଦୀ ପ୍ରଭୁଙ୍କ ବାକ୍ୟ ଶୁଣିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଦୁଇ ବର୍ଷ ବିତିଗଲା, ଏଥିପାଇଁ ଏସିଆର ସମସ୍ତ ବାସିନ୍ଦାମାନେ ଅର୍ଥାତ୍ ଉଭୟ ଯିହୂଦୀୟ ଓ ଗ୍ରୀକ୍ମାନେ ପ୍ରଭୁଙ୍କ କଥା ଶୁଣିବାକୁ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିପରି ଦୁଇ ବର୍ଷ ପର୍ଯ୍ୟନ୍ତ ଚାଲିଲା; ସେଥିରେ ଏସିଆ-ନିବାସୀ ଯିହୁଦୀ ଓ ଗ୍ରୀକ୍ ସମସ୍ତେ ପ୍ରଭୁଙ୍କ ବାକ୍ୟ ଶ୍ରବଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିପରି ଦୁଇ ବର୍ଷ ପର୍ଯ୍ୟନ୍ତ ଚାଲିଲା; ସେଥିରେ ଆସିଆ ନିବାସୀ ଯିହୂଦୀ ଓ ଗ୍ରୀକ୍ ସମସ୍ତେ ପ୍ରଭୁଙ୍କ ବାକ୍ୟ ଶ୍ରବଣ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ದೊನ್ ವರ್ಸಾ ಪತರ್ ಚಲುನ್ಗೆತ್ ಹೊತ್ಯಾ ಸಾಟ್ನಿ ಆಸ್ಯಾ ಪ್ರಾಂತ್ಯಾಲ್ಲಿ ಸಗ್ಳಿ ಜುದೆವಾಂಚಿ ಅನಿ ಜುದೆವ್ ನ್ಹಯ್ ಹೊಲ್ಲ್ಯಾ ಲೊಕಾನಿ ಧನಿಯಾ ಜೆಜುಚಿ ಬರಿ ಖಬರ್ ಆಯಿಕ್ಲ್ಯಾನಿ.