Acts 19:11 — Compare Translations

7 translations compared side by side

Odia - 1840
"ପରମେଶ୍ବର ପାଉଲଙ୍କ ମାଧ୍ଯମ ରେ ଅତି ଅସାଧାରଣ କାର୍ୟ୍ଯମାନ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଈଶ୍ଵର ପାଉଲଙ୍କ ହସ୍ତ ଦ୍ଵାରା ଅସାମାନ୍ୟ ଶକ୍ତିର କାର୍ଯ୍ୟ ସାଧନ କରୁଥିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ପାଉଲଙ୍କ ଦ୍ୱାରା ଅସାଧାରଣ ଆଶ୍ଚର୍ଯ୍ୟ କର୍ମସବୁ ସାଧନ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସ୍କୋବାଙ୍କ ପୁତ୍ରମାନେ ପରମେଶ୍ୱର ପାଉଲଙ୍କ ମାଧ୍ୟମରେ ଅତି ଅସାଧାରଣ କାର୍ଯ୍ୟମାନ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଈଶ୍ବର ପାଉଲଙ୍କ ହସ୍ତ ଦ୍ୱାରା ଅସାମାନ୍ୟ ଅଦ୍ଭୁତ କାର୍ଯ୍ୟ ସାଧନ କରୁଥିଲେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଈଶ୍ୱର ପାଉଲଙ୍କ ହସ୍ତ ଦ୍ୱାରା ଅସାମାନ୍ୟ ଅଦ୍ଭୁତ କାର୍ଯ୍ୟ ସାଧନ କରୁଥିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವ್ ಪಾವ್ಲುಚ್ಯಾ ಹಾತಿನ್ ಹೊಯ್ ನಸಲ್ಲಿ ಮೊಟಿ ಕಾಮಾ ಕರ್ಸುನ್ಗೆತ್ ಹೊತ್ತೊ.