Acts 19:12 — Compare Translations
7 translations compared side by side
Odia - 1840
"ତେଣୁ ପାଉଲ ସ୍ପର୍ଶ କରୁଥିବା ରୁମାଲ ଓ ଗାମୁଛା ନଇେ ରୋଗୀମାନଙ୍କ ଉପରେ ପକାଇ ଦେଉଥିଲେ ଓ ଏହିଭଳି ସମାନେେ ରୋଗରୁ ସୁସ୍ଥ ହାଇଯୋଉଥିଲେ। ସମାନଙ୍କେ ମଧ୍ଯରୁ ଭୂତାତ୍ମା ମଧ୍ଯ ଚ଼ାଲିଯାଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏପରିକି ତାଙ୍କ ଦେହରୁ ରୁମାଲ କିମ୍ଵା ଗାମୁଛା ରୋଗୀମାନଙ୍କ ନିକଟକୁ ଅଣାଯାଆନ୍ତେ, ସେମାନଙ୍କଠାରୁ ରୋଗ ଛାଡ଼ିଯାଉଥିଲା ଓ ଦୁଷ୍ଟ ଆତ୍ମାଗୁଡ଼ାକ ବାହାରି ଯାଉଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏପରି କି ପାଉଲ ବ୍ୟବହାର କରୁଥିବା ରୁମାଲ ଓ ବସ୍ତ୍ର ରୋଗୀମାନଙ୍କ ପାଖକୁ ନିଆଗଲେ ସେମାନେ ସୁସ୍ଥ ହେଉଥିଲେ ଓ ସେମାନଙ୍କ ଦେହରୁ ପ୍ରେତାତ୍ମା ସବୁ ବାହାରି ଯାଉଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପାଉଲ ସ୍ପର୍ଶ କରୁଥିବା ରୁମାଲ ଓ ଗାମୁଛା ନେଇ ରୋଗୀମାନଙ୍କ ଉପରେ ପକାଇ ଦେଉଥିଲେ ଓ ଏହିଭଳି ସେମାନେ ରୋଗରୁ ସୁସ୍ଥ ହୋଇଯାଉଥିଲେ। ସେମାନଙ୍କ ମଧ୍ୟରୁ ଭୂତାତ୍ମା ମଧ୍ୟ ଗ୍ଭଲିଯାଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏପରିକି ତାହାଙ୍କ ଦେହରୁ ରୁମାଲ କିମ୍ବା ଗାମୁଛା ରୋଗୀମାନଙ୍କ ନିକଟକୁ ଅଣା ଯାଆନ୍ତେ ସେମାନଙ୍କଠାରୁ ରୋଗ ଛାଡ଼ିଯାଉଥିଲା ଓ ମନ୍ଦ-ଆତ୍ମାଗୁଡ଼ାକ ବାହାରିଯାଉଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏପରିକି ତାହାଙ୍କ ଦେହରୁ ରୁମାଲ କିମ୍ବା ଗାମୁଛା ରୋଗୀମାନଙ୍କ ନିକଟକୁ ଅଣାଯାଆନ୍ତେ ସେମାନଙ୍କଠାରୁ ରୋଗ ଛାଡ଼ିଯାଉଥିଲା ଓ ମନ୍ଦଆତ୍ମାଗୁଡ଼ାକ ବାହାରିଯାଉଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ಲೊಕಾಕ್ನಿ ತೆಚ್ಯಾ ಹಾತಿತ್ಲೊ ಟವಾಲೊ ನಾ ತರ್ ಕಾಮ್ ಕರ್ತಾನಾ ನೆಸ್ತಲಿ ವೈಲಿ ಅಂಗಿ ನ್ಹೆವ್ನ್ ಶಿಕ್ ಹೊತ್ತ್ಯಾ ಲೊಕಾಂಚ್ಯಾ ವರ್ತಿ ಘಾಲ್ತಾನಾ ತೆಂಕಾ ಗುನ್ ಹೊಲೆ, ಅನಿ ಗಿರೆ ಸೊಡುನ್ ಗೆಲೆ.