Acts 19:13 — Compare Translations
7 translations compared side by side
Odia - 1840
"ଭୂତାତ୍ମାକୁ ଦୂର କରିବାପାଇଁ ଏଣତେଣେେ ବୁଲୁଥିବା କେତକେ ଯିହୂଦୀୟମାନେ ମଧ୍ଯ ଭୂତାତ୍ମାକୁ ଛଡ଼ାଇବା ନିମନ୍ତେ ପ୍ରଭୁ ଯୀଶୁଙ୍କ ନାମକୁ ବ୍ଯବହାର କରିବାପାଇଁ ଚେ଼ଷ୍ଟା କଲେ। ସମାନେେ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚ଼ାର କରୁଛନ୍ତି ମୁଁ ତୁମ୍ଭକୁ ତାହାଙ୍କ ନାମ ରେ ଆଦେଶ ଦେଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଭ୍ରମଣକାରୀ ଯିହୁଦୀୟ ଭୂତୁଡ଼ିଆମାନଙ୍କ ମଧ୍ୟରୁ କେତେକ ଜଣ ମଧ୍ୟ ଦୁଷ୍ଟ ଆତ୍ମା ଲାଗିଥିବା ଲୋକମାନଙ୍କ ଉପରେ ପ୍ରଭୁ ଯୀଶୁଙ୍କର ନାମ ଉଚ୍ଚାରଣ କରିବାକୁ ପ୍ରବୃତ୍ତ ହୋଇ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚାର କରୁଅଛନ୍ତି, ମୁଁ ତୁମ୍ଭମାନଙ୍କୁ ତାହାଙ୍କର ରାଣ ଦେଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କେତେକ ଭ୍ରମଣକାରୀ ଇହୁଦୀ ଭୁତୁଡ଼ିଆ ମଧ୍ୟ ପ୍ରଭୁ ଯୀଶୁଙ୍କ ନାମ ଉଚ୍ଚାରଣ କରି ଭୂତ ଛଡ଼ାଇବାକୁ ଚେଷ୍ଟା କଲେ। ସେମାନେ ପ୍ରେତାତ୍ମାମାନଙ୍କୁ କହୁଥିଲେ, “ପାଉଲ ପ୍ରଚାର କରୁଥିବା ଯୀଶୁଙ୍କ ନାମରେ ମୁଁ ତୋତେ ଆଦେଶ ଦେଉଛି।”
Odia Bible ERV 2004 (ପବିତ୍ର ବାଇବଲ)
ଭୂତାତ୍ମାକୁ ଦୂର କରିବା ପାଇଁ ଏଣେତେଣେ ବୁଲୁଥିବା କେତେକ ଯିହୂଦୀୟମାନେ ମଧ୍ୟ ଭୂତାତ୍ମାକୁ ଛଡ଼ାଇବା ନିମନ୍ତେ ପ୍ରଭୁ ଯୀଶୁଙ୍କ ନାମକୁ ବ୍ୟବହାର କରିବା ପାଇଁ ଚେଷ୍ଟା କଲେ। ସେମାନେ କହିଲେ, “ଯେଉଁ ଯୀଶୁଙ୍କୁ ପାଉଲ ପ୍ରଗ୍ଭର କରୁଛନ୍ତି ମୁଁ ତୁମ୍ଭକୁ ତାହାଙ୍କ ନାମରେ ଆଦେଶ ଦେଉଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଭ୍ରମଣକାରୀ ଯିହୁଦୀ ଭୂତୁଡ଼ିଆମାନଙ୍କ ମଧ୍ୟରୁ କେତେକ ଜଣକୁ ଦୁଷ୍ଟ ଆତ୍ମା ଲାଗିଥିବା ଲୋକମାନଙ୍କ ଉପରେ ପ୍ରଭୁ ଯୀଶୁଙ୍କ ନାମ ଉଚ୍ଚାରଣ କରିବାକୁ ପ୍ରବୃତ୍ତ ହୋଇ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚାର କରୁଅଛନ୍ତି, ମୁଁ ତୁମ୍ଭମାନଙ୍କୁ ତାହାଙ୍କର ଆଦେଶ ଦେଉଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଭ୍ରମଣକାରୀ ଯିହୂଦୀୟ ଭୂତୁଡ଼ିଆମାନଙ୍କ ମଧ୍ୟରୁ କେତେକ ଜଣକୁ ଦୁଷ୍ଟ ଆତ୍ମା ଲାଗିଥିବା ଲୋକମାନଙ୍କ ଉପରେ ପ୍ରଭୁ ଯୀଶୁଙ୍କ ନାମ ଉଚ୍ଚାରଣ କରିବାକୁ ପ୍ରବୃତ୍ତ ହୋଇ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚାର କରୁଅଛନ୍ତି, ମୁଁ ତୁମ୍ଭମାନଙ୍କୁ ତାହାଙ୍କର ଆଦେଶ ଦେଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಗಿರೆ ಸೊಡಸ್ತಲಿ ಜುದೆವಾಂಚಿ ಲೊಕಾ ಥೈ ಫಿರುಂಗೆತ್ ಹೊತ್ತಿ ತೆಂಚ್ಯಾತ್ಲಿ ಉಲ್ಲಿ ಲೊಕಾ ಧನಿಯಾ ಜೆಜುಚೆ ನಾವ್ ವಾಪ್ರುನ್ ಘೆವ್ನ್ ಗಿರೆ ಸೊಡ್ಸುಕ್ ಕಟ್ಪಟ್ ಕರಿತ್ ಹೊತ್ತಿ, ತೆನಿ ಪಾವ್ಲು ಪರ್ಗಟ್ ಕರುಲಾಗಲ್ಯಾ ಜೆಜುಚ್ಯಾ ನಾವಾನ್ ಹುಕುಮ್ ದಿತಾ, ಭಾಯ್ರ್ ಯೆ ಮನುನ್ ಮ್ಹಾರ್ವಾಕ್ನಿ ಸಾಂಗಿತ್.