Acts 19:15 — Compare Translations
7 translations compared side by side
Odia - 1840
"କିନ୍ତୁ ଜଣେ ଭୂତାତ୍ମା ସମାନଙ୍କେୁ କହିଲା, ମୁଁ ଯୀଶୁଙ୍କୁ ଚିନ୍ନେ ଓ ପାଉଲଙ୍କୁ ମଧ୍ଯ ଜାଣେ। କିନ୍ତୁ ତୁମ୍ଭମାନେେ କିଏ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଦୁଷ୍ଟ ଆତ୍ମା ସେମାନଙ୍କୁ ଉତ୍ତର ଦେଲା, ଆମ୍ଭେ ଯୀଶୁଙ୍କୁ ଜାଣୁ ଓ ପାଉଲଙ୍କୁ ଚିହ୍ନୁ; ମାତ୍ର ତୁମ୍ଭେମାନେ କିଏ?
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ପ୍ରେତାତ୍ମା ସେମାନଙ୍କୁ କହିଲା, “ମୁଁ ଯୀଶୁଙ୍କୁ ଜାଣେ ଓ ପାଉଲଙ୍କ ବିଷୟରେ ଜଣେ; କିନ୍ତୁ ତୁମେ ସବୁ କିଏ?”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଜଣେ ଭୂତାତ୍ମା ସେମାନଙ୍କୁ କହିଲା, “ମୁଁ ଯୀଶୁଙ୍କୁ ଚିହ୍ନେ ଓ ପାଉଲଙ୍କୁ ମଧ୍ୟ ଜାଣେ। କିନ୍ତୁ ତୁମ୍ଭେମାନେ କିଏ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ମନ୍ଦ-ଆତ୍ମା ସେମାନଙ୍କୁ ଉତ୍ତର ଦେଲା, ଆମ୍ଭେ ଯୀଶୁଙ୍କୁ ଜାଣୁ ଓ ପାଉଲଙ୍କୁ ଚିହ୍ନୁଁ; ମାତ୍ର ତୁମ୍ଭେମାନେ କିଏ?
Odia IRV 2017 (ଓଡିଆ ବାଇବେଲ)
ସେଥିରେ ମନ୍ଦଆତ୍ମା ସେମାନଙ୍କୁ ଉତ୍ତର ଦେଲା, ଆମ୍ଭେ ଯୀଶୁଙ୍କୁ ଜାଣୁ ଓ ପାଉଲଙ୍କୁ ଚିହ୍ନୁଁ; ମାତ୍ର ତୁମ୍ଭେମାନେ କିଏ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮ್ಹಾರ್ವಾನ್ ತೆಂಕಾ ಜೆಜು ಅಮ್ಕಾ ಗೊತ್ತ್ ಹಾಯ್, ಅನಿ ಪಾವ್ಲುಬಿ ಗೊತ್ತ್ ಹಾಯ್, ಖರೆ ತುಮಿ ಕೊನ್? ಮಟ್ಲ್ಯಾನ್.