Acts 19:16 — Compare Translations

7 translations compared side by side

Odia - 1840
"ଏହା କହି ସହେି ଭୂତାତ୍ମା ଥିବା ଲୋକଟି ସମାନଙ୍କେ ଉପରେ ଡ଼ଇେଁ ପଡ଼ିଲା। ସେ ସମାନଙ୍କେୁ ମାରି ପରାସ୍ତ କଲା। ତେଣୁ ସମାନେେ ସମସ୍ତେ ସେ ଘରୁ ଉଲଗ୍ନ ଓ କ୍ଷତବିକ୍ଷତ ହାଇେ ଦୌଡ଼ି ଚ଼ାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଦୁଷ୍ଟ ଆତ୍ମା ଲାଗିଥିବା ଲୋକଟା ସେମାନଙ୍କ ଉପରକୁ ଡେଇଁପଡ଼ି ସେ ଦୁଇ ଜଣଙ୍କୁ ପରାସ୍ତ କରି ସେମାନଙ୍କୁ ଏପରି ଆଘାତ କଲା ଯେ, ସେମାନେ ଉଲଙ୍ଗ ଓ କ୍ଷତବିକ୍ଷତ ହୋଇ ସେହି ଘରୁ ବାହାରି ପଳାଇଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରେତାତ୍ମା ଲାଗିଥିବା ବ୍ୟକ୍ତି ସେମାନଙ୍କୁ ପ୍ରଚଣ୍ଡ ଭାବରେ ଆକ୍ରମଣ କରି କାବୁ କରିଦେଲା। ସେମାନଙ୍କ ଲୁଗାପଟା ଚିରିଗଲା, ସେମାନେ କ୍ଷତବିକ୍ଷତ ହୋଇ ତା’ ଘରୁ ଦୌଡ଼ି ପଳାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହା କହି ସେହି ଭୂତାତ୍ମା ଥିବା ଲୋକଟି ସେମାନଙ୍କ ଉପରେ ଡେଇଁ ପଡ଼ିଲା। ସେ ସେମାନଙ୍କୁ ମାରି ପରାସ୍ତ କଲା। ତେଣୁ ସେମାନେ ସମସ୍ତେ ସେ ଘରୁ ଉଲଗ୍ନ ଓ କ୍ଷତବିକ୍ଷତ ହୋଇ ଦୌଡ଼ି ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମନ୍ଦ-ଆତ୍ମା ଲାଗିଥିବା ଲୋକଟା ସେମାନଙ୍କ ଉପରକୁ ଡେଇଁପଡ଼ି ସେ ଦୁଇ ଜଣଙ୍କୁ ପରାସ୍ତ କରି ସେମାନଙ୍କୁ ଏପରି ଆଘାତ କଲା ଯେ, ସେମାନେ ଉଲଗ୍ନ ଓ କ୍ଷତବିକ୍ଷତ ହୋଇ ସେହି ଘରୁ ବାହାରି ପଳାଇଗଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମନ୍ଦଆତ୍ମା ଲାଗିଥିବା ଲୋକଟା ସେମାନଙ୍କ ଉପରକୁ ଡେଇଁପଡ଼ି ସେ ଦୁଇ ଜଣଙ୍କୁ ପରାସ୍ତ କରି ସେମାନଙ୍କୁ ଏପରି ଆଘାତ କଲା ଯେ, ସେମାନେ ଉଲଙ୍ଗ ଓ କ୍ଷତବିକ୍ଷତ ହୋଇ ସେହି ଘରୁ ବାହାରି ପଳାଇଗଲେ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮ್ಹಾರು ಧರಲ್ಯಾ ಮಾನ್ಸಾನ್ ತೆಂಕಾ ಧರುನ್ ತೆಂಚೆ ಕಪ್ಡೆ ಪಿಂಜುನ್ ತುಕ್ಡೆ ಕರ್‍ಲ್ಯಾನ್ ಅನಿ ಘರಾತ್ನಾ ಪಳುನ್ ಗೆಲೆ.