Acts 19:17 — Compare Translations

7 translations compared side by side

Odia - 1840
"ଏକଥା ଏଫିସ ନଗରର ସମସ୍ତ ଯିହୂଦୀୟ ଓ ଗ୍ରୀକ୍ମାନେ ଜାଣି ଭୟ କଲେ। ଏହାଦ୍ବାରା ପ୍ରଭୁ ଯୀଶୁଙ୍କର ନାମ ଅଧିକ ଗୌରବାନ୍ବିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କଥା ଏଫିସ ନିବାସୀ ଯିଦୁଦୀ ଓ ଗ୍ରୀକ୍ସମସ୍ତେ ଜାଣିଲେ । ସେଥିରେ ସମସ୍ତେ ଭୀତ ହେଲେ, ଆଉ ପ୍ରଭୁ ଯୀଶୁଙ୍କ ନାମ ମହିମାନ୍ଵିତ ହେବାକୁ ଲାଗିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଫିସସ୍ ନିବାସୀ ଇହୁଦୀ ଓ ଅଣଇହୁଦୀମାନେ ଏ ବିଷୟ ଶୁଣି ଭୟଭୀତ ହେଲେ ଓ ସେଠାରେ ପ୍ରଭୁ ଯୀଶୁଙ୍କ ନାମ ଆହୁରି ଅଧିକଭାବେ ସମ୍ମାନିତ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ଏ କଥା ଏଫିସ ନଗରର ସମସ୍ତ ଯିହୂଦୀୟ ଓ ଗ୍ରୀ‌କ୍‌‌ମାନେ ଜାଣି ଭୟ କଲେ। ଏହା ଦ୍ୱାରା ପ୍ରଭୁ ଯୀଶୁଙ୍କର ନାମ ଅଧିକ ଗୌରବାନ୍ୱିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କଥା ଏଫିସ ନିବାସୀ ଯିହୁଦୀ ଓ ଗ୍ରୀକ୍‍ ସମସ୍ତେ ଜାଣିଲେ। ସେଥିରେ ସମସ୍ତେ ଭୀତ ହେଲେ, ଆଉ ପ୍ରଭୁ ଯୀଶୁଙ୍କ ନାମ ମହିମାନ୍ୱିତ ହେବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ଏହି କଥା ଏଫିସ ନିବାସୀ ଯିହୂଦୀ ଓ ଗ୍ରୀକ୍ ସମସ୍ତେ ଜାଣିଲେ । ସେଥିରେ ସମସ୍ତେ ଭୀତ ହେଲେ, ଆଉ ପ୍ରଭୁ ଯୀଶୁଙ୍କ ନାମ ମହିମାନ୍ୱିତ ହେବାକୁ ଲାଗିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಫೆಸಾತ್ ರ್‍ಹಾತಲಿ ಜುದೆವಾಂಚಿ ಅನಿ ಜುದೆವ್ ನ್ಹಯ್ ಹೊಲ್ಲ್ಯಾ ಲೊಕಾನಿ ಜೆಜುಚ್ಯಾ ವಿಶಯಾತ್ ಆಯ್ಕಲ್ಯಾನಿ, ಅನಿ ಭಿಂವ್ಲ್ಯಾನಿ, ಅನಿ ಧನಿಯಾ ಜೆಜುಚ್ಯಾ ನಾವಾಕ್ ಲೈ ಮಾನ್ ದಿಲ್ಯಾನಿ.