Acts 19:2 — Compare Translations

7 translations compared side by side

Odia - 1840
"ପାଉଲ ସମାନଙ୍କେୁ ପଚ଼ାରିଲେ, ତୁମ୍ଭମାନେେ ବିଶ୍ବାସୀ ହେଲା ବେଳେ ପବିତ୍ର ଆତ୍ମାଙ୍କୁ ପ୍ରାପ୍ତ ହାଇେଥିଲ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କୁ ପଚାରିଲେ, ବିଶ୍ଵାସ କରିବା ସମୟରେ କଅଣ ତୁମ୍ଭେମାନେ ପବିତ୍ର ଆତ୍ମାଙ୍କୁ ପାଇଥିଲ? ସେମାନେ ତାଙ୍କୁ ଉତ୍ତର ଦେଲେ, ନା, ପବିତ୍ର ଆତ୍ମା ଯେ ଦତ୍ତ ହୋଇଅଛନ୍ତି, ତାହା ସୁଦ୍ଧା ଆମ୍ଭେମାନେ ଶୁଣି ନାହୁଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ତୁମେ ବିଶ୍ୱାସୀ ହେବା ସମୟରେ କଅଣ ପବିତ୍ରଆତ୍ମା ପ୍ରାପ୍ତ ହୋଇଥିଲ?” ସେମାନେ ଉତ୍ତର ଦେଲେ, “ପବିତ୍ରଆତ୍ମା ବୋଲି କେହି ଅଛନ୍ତି, ଏକଥା ସୁଦ୍ଧା ଆମେ ଶୁଣିନାହୁଁ।”
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ବିଶ୍ୱାସୀ ହେଲାବେଳେ ପବିତ୍ରଆତ୍ମାଙ୍କୁ ପ୍ରାପ୍ତ ହୋଇଥିଲ କି?” ସେହି ଶିଷ୍ୟମାନେ ତାହାଙ୍କୁ କହିଲେ, “ଜଣେ ପବିତ୍ରଆତ୍ମା ଯେ ଅଛନ୍ତି, ଏହା ଆମ୍ଭେମାନେ ଆଦୌ ଶୁଣି ନାହୁଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କୁ ପଚାରିଲେ, ବିଶ୍ୱାସ କରିବା ସମୟରେ କଅଣ ତୁମ୍ଭେମାନେ ପବିତ୍ର ଆତ୍ମାଙ୍କୁ ପାଇଥିଲ? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନା ପବିତ୍ର ଆତ୍ମା ଯେ ଦତ୍ତ ହୋଇଅଛନ୍ତି, ତାହା ସୁଦ୍ଧା ଆମ୍ଭେମାନେ ଶୁଣି ନାହୁଁ।
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କୁ ପଚାରିଲେ, ବିଶ୍ୱାସ କରିବା ସମୟରେ କ'ଣ ତୁମ୍ଭେମାନେ ପବିତ୍ର ଆତ୍ମାଙ୍କୁ ପାଇଥିଲ? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନା ପବିତ୍ର ଆତ୍ମା ଯେ ଦତ୍ତ ହୋଇଅଛନ୍ତି, ତାହା ସୁଦ୍ଧା ଆମ୍ଭେମାନେ ଶୁଣିନାହୁଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ವಿಶ್ವಾಸ್ ಕರಲ್ಲ್ಯಾ ತನ್ನಾ ಪವಿತ್ರ್ ಆತ್ಮ್ಯಾಕ್ ಘೆಟ್ಲ್ಯಾಶಿ ಕಾಯ್? ಮನುನ್ ಇಚಾರ್ತಾನಾ ತೆನಿ “ನಾ ಅಮಿ ಪವಿತ್ರ್ ಆತ್ಮ್ಯಾಚ್ಯಾ ವಿಶಯಾತ್ ಅಜುನ್ ಪತರ್ ಆಯ್ಕುಕ್ ನಾತ್!” ಮಟ್ಲ್ಯಾನಿ.