Acts 19:20 — Compare Translations

7 translations compared side by side

Odia - 1840
"ଏହିପରି ଭାବରେ ପ୍ରଭୁଙ୍କର କଥା ଅଧିକ ପ୍ରଭାବଶାଳୀ ହାଇେ ଚ଼ାରିଆଡ଼େ ବ୍ଯାପିବାକୁ ଲାଗିଲା ଏବଂ ଅଧିକରୁ ଅଧିକ ଲୋକ ପ୍ରଭୁଙ୍କଠା ରେ ବିଶ୍ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିପ୍ରକାରେ ପ୍ରଭୁଙ୍କର ବାକ୍ୟ ପରାକ୍ରମରେ ବୃଦ୍ଧି ପାଇବାକୁ ଓ ଜୟଯୁକ୍ତ ହେବାକୁ ଲାଗିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହିପରି ଈଶ୍ୱରଙ୍କ ବାକ୍ୟ ପ୍ରବଳ ଭାବରେ ବ୍ୟାପିଗଲା ଓ ଅଧିକ ଶକ୍ତିଶାଳୀ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ପ୍ରଭୁଙ୍କର କଥା ଅଧିକ ପ୍ରଭାବଶାଳୀ ହୋଇ ଗ୍ଭରିଆଡ଼େ ବ୍ୟାପିବାକୁ ଲାଗିଲା ଏବଂ ଅଧିକରୁ ଅଧିକ ଲୋକ ପ୍ରଭୁଙ୍କଠାରେ ବିଶ୍ୱାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ପ୍ରଭୁଙ୍କର ବାକ୍ୟ ପରାକ୍ରମରେ ବୃଦ୍ଧି ପାଇବାକୁ ଓ ଜୟଯୁକ୍ତ ହେବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ପ୍ରଭୁଙ୍କର ବାକ୍ୟ ପରାକ୍ରମରେ ବୃଦ୍ଧି ପାଇବାକୁ ଓ ଜୟଯୁକ୍ତ ହେବାକୁ ଲାଗିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಧನಿಯಾಚಿ ಖಬರ್ ಲೈ ಪಗ್ಳುನ್ಗೆತ್ ಗೆಲಿ, ಅನಿ ಬಳಾನ್ ವಾಡ್ವಳ್ಕಿ ಹೊಲಿ.