Acts 19:21 — Compare Translations

7 translations compared side by side

Odia - 1840
"ପାଉଲ ଏସବୁ ଘଟଣା ପରେ ମାକିଦନିଆ ଓ ଆଖାଯା ବାଟ ଦଇେ ୟିରୁଶାଲମ ୟିବା ପାଇଁ ନିର୍ଣ୍ଣୟ କଲେ। ସେ କହିଲେ ଯେ, ୟିରୁଶାଲମ ଗଲାପରେ ମୁଁ ରୋମକୁ ୟିବା କଥା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସମସ୍ତ ବିଷୟ ଶେଷ ହେଲା ଉତ୍ତାରେ ପାଉଲ ମାକିଦନିଆ ଓ ଆଖାୟା ଦେଇ ଯିରୂଶାଲମକୁ ଯିବାକୁ ମନରେ ସ୍ଥିର କରି କହିଲେ, ସେଠାକୁ ଗଲା ଉତ୍ତାରେ ମୋତେ ରୋମକୁ ମଧ୍ୟ ଯିବାକୁ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହିସବୁ ଘଟଣା ପରେ ପାଉଲ ମାସିଦୋନିଆ ଓ ଆଖାୟା ମଧ୍ୟଦେଇ ଯିରୂଶାଲମକୁ ଯିବାକୁ ସ୍ଥିର କଲେ। ସେ କହିଲେ, “ସେଠାକୁ ଯିବା ପରେ ମୁଁ ନିଶ୍ଚୟ ରୋମ୍କୁ ମଧ୍ୟ ଯିବି।”
Odia Bible ERV 2004 (ପବିତ୍ର ବାଇବଲ)
ପାଉଲଙ୍କର ଯାତ୍ରା ଯୋଜନା ପାଉଲ ଏସବୁ ଘଟଣା ପରେ ମାକିଦନିଆ ଓ ଆଖାୟା ବାଟ ଦେଇ ଯିରୁଶାଲମ ଯିବା ପାଇଁ ନିର୍ଣ୍ଣୟ କଲେ। ସେ କହିଲେ ଯେ, “ଯିରୁଶାଲମ ଗଲାପରେ ମୁଁ ରୋମକୁ ଯିବା କଥା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମସ୍ତ ବିଷୟ ଶେଷ ହେଲା ଉତ୍ତାରେ ପାଉଲ ମାକିଦନିଆ ଓ ଆଖାୟା ଦେଇ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନରେ ସ୍ଥିର କରି କହିଲେ ଯେ ସେଠାକୁ ଗଲା ଉତ୍ତାରେ ମୋତେ ରୋମକୁ ମଧ୍ୟ ଯିବାକୁ ହେବ।
Odia IRV 2017 (ଓଡିଆ ବାଇବେଲ)
ଏହି ସମସ୍ତ ବିଷୟ ଶେଷ ହେଲା ଉତ୍ତାରେ ପାଉଲ ମାକିଦନିଆ ଓ ଆଖାୟା ଦେଇ ଯିରୂଶାଲମକୁ ଯିବାକୁ ମନରେ ସ୍ଥିର କରି କହିଲେ, ସେଠାକୁ ଗଲା ଉତ୍ତାରେ ମୋତେ ରୋମକୁ ମଧ୍ୟ ଯିବାକୁ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲುನ್ ಮೆಸೆದೊನಿಯಾ, ಅನಿ ಅಖಾಯಾ ಮನ್ತಲ್ಯಾ ದೆಶ್ಯಾತ್ನಿ ದಾಟುನ್ ಜೆರುಜಲೆಮಾಕ್ ಜಾವ್ಕ್ ನಿರ್ದಾರ್ ಕರುನ್ ಥೈ ಗೆಲ್ಲ್ಯಾ ತನ್ನಾ ರೊಮಾಕ್‍ಬಿ ಭೆಟುಚೆ ಮಟ್ಲ್ಯಾನ್.