Acts 19:22 — Compare Translations
7 translations compared side by side
Odia - 1840
"ତେଣୁ ସେ ତାହାଙ୍କର ଦୁଇଜଣ ସାହାୟ୍ଯକାରୀ ଅର୍ଥାତ୍ ତୀମଥି ଓ ଏରାଷ୍ଟଙ୍କୁ ମାକିଦନିଆକୁ ପଠାଇଲେ। ସେ ନିଜେ ଆଉ କିଛି ଅଧିକ ସମୟ ଏସିଆ ରେ କଟାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଉଁମାନେ ତାଙ୍କର ସେବା କରୁଥିଲେ, ସେମାନଙ୍କ ମଧ୍ୟରୁ ତୀମଥି ଓ ଏରାଷ୍ଟ, ଏହି ଦୁଇ ଜଣଙ୍କୁ ମାକିଦନିଆକୁ ପ୍ରେରଣ କରି ସେ ଆପେ କିଛି କାଳ ପର୍ଯ୍ୟନ୍ତ ଆସିଆରେ ରହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସେ ତାଙ୍କର ଦୁଇ ସହକାରୀ ତୀମଥି ଓ ଏରାସ୍ତସ୍ଙ୍କୁ ମାସିଦୋନିଆକୁ ପଠାଇଲେ, କିନ୍ତୁ ନିଜେ ଏସିଆ ଦେଶରେ ଆଉ କିଛି ସମୟ ଅତିବାହିତ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେ ତାହାଙ୍କର ଦୁଇଜଣ ସାହାଯ୍ୟକାରୀ ଅର୍ଥାତ୍ ତୀମଥି ଓ ଏରାଷ୍ଟଙ୍କୁ ମାକିଦନିଆକୁ ପଠାଇଲେ। ସେ ନିଜେ ଆଉ କିଛି ଅଧିକ ସମୟ ଏସିଆରେ କଟାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁମାନେ ତାହାଙ୍କର ସେବା କରୁଥିଲେ, ସେମାନଙ୍କର ମଧ୍ୟରୁ ତୀମଥି ଓ ଏରାଷ୍ଟ, ଏହି ଦୁଇ ଜଣଙ୍କୁ ମାକିଦନିଆକୁ ପ୍ରେରଣ କରି ସେ ଆପେ କିଛି କାଳ ପର୍ଯ୍ୟନ୍ତ ଏସିଆରେ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁମାନେ ତାହାଙ୍କର ସେବା କରୁଥିଲେ, ସେମାନଙ୍କର ମଧ୍ୟରୁ ତୀମଥି ଓ ଏରାଷ୍ଟ, ଏହି ଦୁଇ ଜଣଙ୍କୁ ମାକିଦନିଆକୁ ପ୍ରେରଣ କରି ସେ ଆପେ କିଛି କାଳ ପର୍ଯ୍ୟନ୍ତ ଆସିଆରେ ରହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್, ತೆನಿ ಅಪ್ಲೆ ಮಜತ್ ಕಾರಿ ತಿಮೊಥಿ, ಅನಿ ಎರಸ್ತಾಕ್ ಮೆಸೆದೊನಿಯಾಕ್ ಧಾಡುನ್ ದಿವ್ನ್ ಅಪ್ನಿ ಆಸ್ಯಾ ಸಿಮೆತ್ ರಾಲ್ಯಾನ್.