Acts 19:23 — Compare Translations
7 translations compared side by side
Odia - 1840
"ସେସମୟରେ 'ପରମେଶ୍ବରଙ୍କ ପଥ' ବିଷୟ ରେ ଗୋଟିଏ ବଡ଼ ଧରଣର ଆନ୍ ଦୋଳନ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରାୟ ସେହି ସମୟରେ ଏହି ମାର୍ଗ ବିଷୟରେ ମହା ଗଣ୍ତଗୋଳ ଉଠିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଇତମଧ୍ୟରେ ପ୍ରଭୁ ଦେଖାଇ ଥିବା ମାର୍ଗ ବିଷୟ ନେଇ ଏଫିସସ୍ରେ ଭୟଙ୍କର ଗଣ୍ଡଗୋଳ ଉପୁଜିଲା।
Odia Bible ERV 2004 (ପବିତ୍ର ବାଇବଲ)
ଏଫିସରେ ଉପଦ୍ରବ ସେସମୟରେ ‘ପରମେଶ୍ୱରଙ୍କ ପଥ’ ବିଷୟରେ ଗୋଟିଏ ବଡ଼ ଧରଣର ଆନ୍ଦୋଳନ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରାୟ ସେହି ସମୟରେ ଏହି ମାର୍ଗ ବିଷୟରେ ମହା ଗଣ୍ଡଗୋଳ ଉଠିଲା।
Odia IRV 2017 (ଓଡିଆ ବାଇବେଲ)
ପ୍ରାୟ ସେହି ସମୟରେ ଏହି ମାର୍ଗ ବିଷୟରେ ମହା ଗଣ୍ଡଗୋଳ ଉଠିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಎಳಾರ್ ಎಪೆಸಾತ್ ಧನಿಯಾಚ್ಯಾ ವಾಟೆಚ್ಯಾ ವಿಶಯಾತ್ ಲೈ ಮೊಟೊ ಧಂಗೊ ಉಟಲ್ಲೊ.