Acts 19:28 — Compare Translations

7 translations compared side by side

Odia - 1840
"ସମାନେେ ଏହାଶୁଣି ଭୀଷଣ ରାଗିଗଲେ ଓ ଚ଼ିତ୍କାର କରି କହିଲେ, ଏଫିସୀୟମାନଙ୍କର ଆର୍ତ୍ତମେୀ ମହାଦବେୀ ମାହାନ୍ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କଥା ଶୁଣି ସେମାନେ କ୍ରୋଧରେ ପରିପୂର୍ଣ୍ଣ ହୋଇ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟ-ମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଜନତା ଏହି କଥା ଶୁଣି କ୍ରୋଧାନ୍ୱିତ ହେଲେ ଓ ଚିକ୍ରାର କରି କହିଲେ, “ଆର୍ତ୍ତେମୀ ମହାଦେବୀଙ୍କର ଜୟ!”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଏହା ଶୁଣି ଭୀଷଣ ରାଗିଗଲେ ଓ ଚିତ୍କାର କରି କହିଲେ, “ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ମହାନ୍ ଅଟନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କଥା ଶୁଣି ସେମାନେ କ୍ରୋଧରେ ପରିପୂର୍ଣ୍ଣ ହୋଇ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହି କଥା ଶୁଣି ସେମାନେ କ୍ରୋଧରେ ପରିପୂର୍ଣ୍ଣ ହୋଇ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿ ಬೊಲ್ನಿಯಾ ಆಯ್ಕಲ್ಲ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾನ್ ಲೈ ರಾಗಾನ್, ಎಪೆಸಾತ್ಲಿ ಅರ್ತೆಮಿ ದೆವಿಚ್ ಮೊಟಿ! ಮನುನ್ ಬೊಬ್ ಮಾರ್‍ಲ್ಯಾನಿ.