Acts 19:29 — Compare Translations

7 translations compared side by side

Odia - 1840
"ସମ୍ପୂର୍ଣ୍ଣ ସହର ରେ ଚ଼ହଳ ପଡ଼ିଗଲା। ପାଉଲଙ୍କ ସହଯାତ୍ରୀ ମାକିଦନୀଯା ନିବାସୀ ଗାୟ ଓ ଆରିସ୍ତାର୍ଖଙ୍କୁ ଧରିନଇେ ସମାନେେ ଖଳେ ପଡ଼ିଆ ଆଡ଼କୁ ଦୌଡ଼ିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ନଗରଟି ଗଣ୍ତଗୋଳରେ ପରିପୂର୍ଣ୍ଣ ହେଲା, ଆଉ ସେମାନେ ଏକଯୋଗରେ ପାଉଲଙ୍କ ସହଯାତ୍ରୀ ମାକିଦନିଆର ଗାୟ ଓ ଆରିସ୍ତାର୍ଖଙ୍କୁ ଧରି ବଡ଼ ବେଗରେ ରଙ୍ଗଭୂମିକୁ ଦୌଡ଼ିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଗଣ୍ଡଗୋଳ ସମୁଦାୟ ନଗରରେ ବ୍ୟାପିଗଲା। ଉଚ୍ଛୃଙ୍ଖଳ ଜନତା ପାଉଲଙ୍କ ସହଯାତ୍ରୀ ମାସିଦୋନିଆର ଗାୟସ୍ ଓ ଆରିଷ୍ଟାର୍ଖସ୍ଙ୍କୁ ଧରି ସେମାନଙ୍କ ରଙ୍ଗଭୂମିକୁ ଭିଡ଼ି ନେଲେ।
Odia Bible ERV 2004 (ପବିତ୍ର ବାଇବଲ)
ସମ୍ପୂର୍ଣ୍ଣ ସହରରେ ଚହଳ ପଡ଼ିଗଲା। ପାଉଲଙ୍କ ସହଯାତ୍ରୀ ମାକିଦନୀୟା ନିବାସୀ ଗାୟ ଓ ଆରିସ୍ତାର୍ଖଙ୍କୁ ଧରିନେଇ ସେମାନେ ଖେଳ ପଡ଼ିଆ ଆଡ଼କୁ ଦୌଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ନଗରଟି ଗଣ୍ଡଗୋଳରେ ପରିପୂର୍ଣ୍ଣ ହେଲା, ଆଉ ସେମାନେ ଏକଯୋଗରେ ପାଉଲଙ୍କ ସହଯାତ୍ରୀ ମାକିଦନିଆର ଗାୟ ଓ ଆରିସ୍ତାର୍ଖଙ୍କୁ ଧରି ବଡ଼ ବେଗରେ ରଙ୍ଗଭୂମିକୁ ଦୌଡ଼ିଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ନଗରଟି ଗଣ୍ଡଗୋଳରେ ପରିପୂର୍ଣ୍ଣ ହେଲା, ଆଉ ସେମାନେ ଏକଯୋଗରେ ପାଉଲଙ୍କ ସହଯାତ୍ରୀ ମାକିଦନିଅାର ଗାୟ ଓ ଆରିସ୍ତାର୍ଖଙ୍କୁ ଧରି ବଡ଼ ବେଗରେ ରଙ୍ଗଭୂମିକୁ ଦୌଡ଼ିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಚಿ ಬೊಬ್ ಸಗ್ಳ್ಯಾ ಶಾರಾತ್ ಪಗಳ್ಳಿ ತನ್ನಾ ಮೆಸೆದೊನಿಯಾತ್ಲೊ ಗಾಯ್ ಅನಿ ಅರಿಸ್ತಾರ್ಕಾಕ್ನಿ ಧರುನ್ ಭಾಂದುನ್ ಲೈ ಲೊಕಾ ಗೊಳಾ ಹೊತಲ್ಯಾ ಜಾಗ್ಯಾರ್ ನ್ಹೆಲ್ಯಾನಿ.