Acts 19:31 — Compare Translations
7 translations compared side by side
Odia - 1840
"ସହେି ଦେଶର କେତକେ ନେତାମାନେ ପାଉଲଙ୍କର ବନ୍ଧୁ ଥିଲେ। ସମାନେେ ତାହାଙ୍କୁ ଖଳପେଡ଼ିଆ ପାଖକୁ ନ ୟିବାପାଇଁ ଅନୁ ରୋଧ କରି ଖବର ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆସିଆର ପ୍ରଧାନ କର୍ମଚାରୀମାନଙ୍କ ମଧ୍ୟରୁ ସୁଦ୍ଧା କେତେକ ଜଣ ତାଙ୍କ ବନ୍ଧୁ ଥିବାରୁ ଲୋକ ପଠାଇ ରଙ୍ଗଭୂମି ମଧ୍ୟକୁ ଦୁଃସାହସ କରି ନ ଯିବାକୁ ତାଙ୍କୁ ଅନୁରୋଧ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କେତେଜଣ ପ୍ରାଦେଶିକ କର୍ତ୍ତୃପକ୍ଷ ବନ୍ଧୁ ପାଉଲଙ୍କୁ ରଙ୍ଗଭୂମି ଭିତରକୁ ନ ଯିବା ପାଇଁ ଅନୁରୋଧ ଜଣାଇ ଏକ ବାର୍ତ୍ତା ପଠାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦେଶର କେତେକ ନେତାମାନେ ପାଉଲଙ୍କର ବନ୍ଧୁ ଥିଲେ। ସେମାନେ ତାହାଙ୍କୁ ଖେଳପଡ଼ିଆ ପାଖକୁ ନ ଯିବା ପାଇଁ ଅନୁରୋଧ କରି ଖବର ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଏସିଆର ପ୍ରଧାନ କର୍ମକାରୀମାନଙ୍କ ମଧ୍ୟରୁ ସୁଦ୍ଧା କେତେକ ଜଣ ତାହାଙ୍କ ବନ୍ଧୁ ଥିବାରୁ ଲୋକ ପଠାଇ ରଙ୍ଗଭୂମି ମଧ୍ୟକୁ ଦୁଃସାହସ କରି ନ ଯିବାକୁ ତାହାଙ୍କୁ ଅନୁରୋଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଆସିଅାର ପ୍ରଧାନ କର୍ମଚାରୀମାନଙ୍କ ମଧ୍ୟରୁ ସୁଦ୍ଧା କେତେକ ଜଣ ତାହାଙ୍କ ବନ୍ଧୁ ଥିବାରୁ ଲୋକ ପଠାଇ ରଙ୍ଗଭୂମି ମଧ୍ୟକୁ ଦୁଃସାହସ କରି ନ ଯିବାକୁ ତାହାଙ୍କୁ ଅନୁରୋଧ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತವ್ಡೆ ನಸ್ತಾನಾ ಆಸ್ಯಾ ಸಿಮೆತ್ಲ್ಯಾ ಅಧಿಕಾರಿತ್ನಿ ಉಲ್ಲಿ ಲೊಕಾ ಪಾವ್ಲುಚಿ ವಾಂಗ್ಡಿಯಾ ಹೊಲ್ಲ್ಯಾ ಸಾಟ್ನಿ ತೆಂಚ್ಯಾಕ್ನಾ, ತೆಕಾ ಲೊಕಾ ಗೊಳಾ ಹೊಲ್ಲ್ಯಾ ಜಾಗ್ಯಾರ್ ಜಾತಲೆ ನಕ್ಕೊ ಮನುನ್ ಸಾಂಗ್ಲ್ಯಾನಿ.