Acts 19:32 — Compare Translations
7 translations compared side by side
Odia - 1840
"ଏହି ସମୟ ଭିତ ରେ ନାନା ଲୋକ ନାନା କଥା କହିଲେ ଓ ପାଟିକେଲ। ଅଧିକାଂଶ ଲୋକମାନେ ସମାନଙ୍କେର ଏକାଠି ହବୋର କାରଣ ଜାଣି ନଥିଲେ। ଏହା ଫଳ ରେ ସଭା ରେ ପାଟିତୁଣ୍ଡ ହେଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ କେହି କେହି ଏ କଥା, କେହି କେହି ବା ସେ କଥା କହି ଚିତ୍କାର କରୁଥିଲେ, କାରଣ ସଭା ଗଣ୍ତଗୋଳରେ ପରିପୂର୍ଣ୍ଣ ହୋଇଥିଲା, ଆଉ ସେମାନେ ଯେ କାହିଁକି ଏକତ୍ର ହୋଇଅଛନ୍ତି, ତାହା ଅଧିକାଂଶ ଜାଣି ନ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ସମୟ ମଧ୍ୟରେ ସମୁଦାୟ ସଭା ଉତ୍ତେଜନାରେ ପୂର୍ଣ୍ଣ ହେଲା। ଲୋକମାନେ ଦଳ ଦଳ ହୋଇ ବିଭିନ୍ନ ପ୍ରକାର ଚିକ୍ରାର କରୁଥିଲେ, କାରଣ ସେମାନଙ୍କ ଏକତ୍ର ହେବାର କାରଣ ମଧ୍ୟ ଜାଣି ନ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମୟ ଭିତରେ ନାନା ଲୋକ ନାନା କଥା କହିଲେ ଓ ପାଟିକଲେ। ଅଧିକାଂଶ ଲୋକମାନେ ସେମାନଙ୍କର ଏକାଠି ହେବାର କାରଣ ଜାଣି ନ ଥିଲେ। ଏହା ଫଳରେ ସଭାରେ ପାଟିତୁଣ୍ଡ ହେଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ କେହି କେହି ଏ କଥା, କେହି କେହି ବା ସେ କଥା କହି ଚିତ୍କାର କରୁଥିଲେ, କାରଣ ସଭା ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଥିଲା, ଆଉ ସେମାନେ ଯେ କାହିଁକି ଏକତ୍ର ହୋଇଅଛନ୍ତି, ତାହା ଅଧିକାଂଶ ଜାଣି ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ କେହି କେହି ଏକଥା, କେହି କେହି ବା ସେ କଥା କହି ଚିତ୍କାର କରୁଥିଲେ, କାରଣ ସଭା ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଥିଲା, ଆଉ ସେମାନେ ଯେ କାହିଁକି ଏକତ୍ର ହୋଇଅଛନ୍ତି, ତାହା ଅଧିକାଂଶ ଜାଣି ନ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲಿ ಲೊಕಾ ಎಕ್ ವಿಶಯಾತ್ ಬೊಬ್ ಮಾರ್ಲ್ಯಾರ್, ಹುರಲ್ಲಿ ಲೊಕಾ ದುಶ್ರ್ಯಾ ವಿಶಯಾತ್ ಬೊಬ್ ಮಾರುಕ್ಲಾಗಲಿ, ತಾಂಡ್ಯಾತ್ ಲೈ ಗದ್ದಲ್ ಹೊಲೊ, ಅಪ್ನಿ ಥೈ ಕಶ್ಯಾಕ್ ಎಲಾತ್ ಮನ್ತಲೆಚ್ ಲೈ ಲೊಕಾಕ್ನಿ ಗೊತ್ತ್ ನತ್ತೆ.