Acts 19:34 — Compare Translations
7 translations compared side by side
Odia - 1840
"କିନ୍ତୁ ଯେତବେେଳେ ଲୋକମାନେ ଆଲେକ୍ଜାଣ୍ଡରଙ୍କୁ ଜଣେ ଯିହୂଦୀୟ ବୋଲି ଜାଣି ପାରିଲେ, ସେତବେେଳେ ସମାନେେ ଦୁଇ ଘଣ୍ଟା ପର୍ୟ୍ଯନ୍ତ ଚ଼ିତ୍କାର କଲେ ଓ କହିଲେ, ଏଫିସୀୟମାନଙ୍କର ମହାଦବେୀ ଆର୍ତ୍ତମେୀ ମହାନ୍ ଅଟନ୍ତି...!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ଜଣେ ଯିହୁଦୀ ବୋଲି ଯେତେବେଳେ ସେମାନେ ଜାଣିଲେ, ସେତେବେଳେ ସମସ୍ତେ ଏକସ୍ଵରରେ ପ୍ରାୟ ଦୁଇ ଘଣ୍ଟା ପର୍ଯ୍ୟନ୍ତ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେ ଜଣେ ଇହୁଦୀ, ଏହା ଜାଣି ସେମାନେ ସମସ୍ତେ ଏକ ସଙ୍ଗରେ ଚିକ୍ରାର କଲେ, “ଆର୍ତ୍ତେମୀ ମହାଦେବୀଙ୍କର ଜୟ!” ଦୁଇ ଘଣ୍ଟା ଧରି ଏହି କୋଳାହଳ ଚାଲିଲା।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେତେବେଳେ ଲୋକମାନେ ଆଲେକ୍ଜାଣ୍ଡାରଙ୍କୁ ଜଣେ ଯିହୂଦୀୟ ବୋଲି ଜାଣି ପାରିଲେ, ସେତେବେଳେ ସେମାନେ ଦୁଇ ଘଣ୍ଟା ପର୍ଯ୍ୟନ୍ତ ଚିତ୍କାର କଲେ ଓ କହିଲେ, “ଏଫିସୀୟମାନଙ୍କର ମହାଦେବୀ ଆର୍ତ୍ତେମୀ ମହାନ୍ ଅଟନ୍ତି…!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ଜଣେ ଯିହୁଦୀ ବୋଲି ଯେତେବେଳେ ସେମାନେ ଜାଣିଲେ, ସେତେବେଳେ ସମସ୍ତେ ଏକସ୍ୱରରେ ପ୍ରାୟ ଦୁଇ ଘଣ୍ଟା ପର୍ଯ୍ୟନ୍ତ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ଜଣେ ଯିହୂଦୀ ବୋଲି ଯେତେବେଳେ ସେମାନେ ଜାଣିଲେ, ସେତେବେଳେ ସମସ୍ତେ ଏକସ୍ୱରରେ ପ୍ରାୟ ଦୁଇ ଘଣ୍ଟା ପର୍ଯ୍ୟନ୍ତ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೊಲ್ಯಾರ್ ಅಲೆಕ್ಸಾಂಡರ್ ಮನ್ತಲ್ಲೊ ಮಾನುಸ್ ಜುದೆವಾಂಚೊ ಮನುನ್ ಕಳಲ್ಲ್ಯಾ ತನ್ನಾ ಲೊಕಾನಿ, ಎಫೆಸ್ ಶಾರಾಚ್ಯಾ ಅರ್ತೆಮಿ ಮನ್ತಲಿ ಮಹಾದೆವಿ! ಮನುನ್ ಎಕುಚ್ ಸಮಾ ದೊನ್ ತಾಸ್ ಪತರ್ ಬೊಬ್ ಮಾರ್ಲ್ಯಾನಿ.