Acts 19:36 — Compare Translations
7 translations compared side by side
Odia - 1840
"ଏକଥା କହେି ଅସତ୍ଯ ବୋଲି କହିପାରିବେ ନାହିଁ। ତେଣୁ ତୁମ୍ଭମାନେେ ଶାନ୍ତ ରହିବା ଉଚ଼ିତ। ପ୍ରଥମେ କିଛି ନଭାବି ତୁମ୍ଭମାନେେ କିଛି କରିବା ଅନୁଚ଼ିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଏହିସବୁ କଥା ଅଖଣ୍ତନୀୟ ହେବାରୁ ତୁମ୍ଭମାନଙ୍କର ଶା; ହେବା ଓ ଅବିବେଚନାରେ କୌଣସି କର୍ମ ନ କରିବା ଉଚିତ ।
Odia BSI (ପବିତ୍ର ବାଇବଲ (CL) NT (BSI))
କେହି ଏହା ଅସ୍ୱୀକାର କରିପାରେ ନାହିଁ। ତେଣୁ ତୁମେ ସବୁ ଶାନ୍ତ ହୁଅ। କୌଣସି ଅବିବେକୀ କାର୍ଯ୍ୟ କର ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଏ କଥା କେହି ଅସତ୍ୟ ବୋଲି କହିପାରିବେ ନାହିଁ। ତେଣୁ ତୁମ୍ଭେମାନେ ଶାନ୍ତ ରହିବା ଉଚିତ୍। ପ୍ରଥମେ କିଛି ନଭାବି ତୁମ୍ଭେମାନେ କିଛି କରିବା ଅନୁଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ଏହିସବୁ କଥା ଅଖଣ୍ଡନୀୟ ହେବାରୁ ତୁମ୍ଭମାନଙ୍କର ଶାନ୍ତ ହେବା ଓ ଅବିବେଚନାରେ କୌଣସି କର୍ମ ନ କରିବା ଉଚିତ।
Odia IRV 2017 (ଓଡିଆ ବାଇବେଲ)
ଅତଏବ ଏହି ସବୁ କଥା ଅଖଣ୍ଡନୀୟ ହେବାରୁ ତୁମ୍ଭମାନଙ୍କର ଶାନ୍ତ ହେବା ଓ ଅବିବେଚନା ରେ କୌଣସି କର୍ମ ନ କରିବା ଉଚିତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ಹಿ ಸಂಗ್ತಿಯಾ ನ್ಹಯ್ ಮನುನ್ ಸಾಂಗುಕ್ ಹೊಯ್ನಾ, ತುಮಿ ಶಾಂತ್ ಹೊವ್ನ್ ರಾವ್ಚೆ ಅನಿ ಗಡ್ಬಡಿನ್ ಕಾಯ್ಬಿ ಕರುಕ್ ಜಾವ್ ನ್ಹಯ್.