Acts 19:37 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଯେଉଁ ଲୋକମାନଙ୍କୁ ଏଠାକୁ ଆଣିଛ, ସମାନେେ କୌଣସି ମନ୍ଦିର ଲୁଟ କରି ନାହାଁନ୍ତି ବା ଆମ୍ଭ ଦବେୀଙ୍କର ଅପମାନ କରି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏହି ଯେଉଁ ଲୋକମାନଙ୍କୁ ତୁମ୍ଭେମାନେ ଘେନି ଆସିଅଛ, ଏମାନେ ତ ମନ୍ଦିର ଲୁଣ୍ଠନକାରୀ ନୁହନ୍ତି କିମ୍ଵା ଆମ୍ଭମାନଙ୍କ ଦେବୀଙ୍କ ନିନ୍ଦକ ନୁହନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଲୋକମାନେ ମନ୍ଦିରରୁ କିଛି ଚୋରୀ କରି ନାହାନ୍ତି, କିମ୍ବା ଆମ ଦେବୀଙ୍କ ବିରୁଦ୍ଧରେ କୌଣସି କୁତ୍ସାଜନକ କଥା କହି ନାହାନ୍ତି, ତଥାପି ତୁମେ ଏମାନଙ୍କୁ ଧରି ଆଣିଛ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଯେଉଁ ଲୋକମାନଙ୍କୁ ଏଠାକୁ ଆଣିଛ, ସେମାନେ କୌଣସି ମନ୍ଦିର ଲୁଟ କରି ନାହାନ୍ତି ବା ଆମ୍ଭ ଦେବୀଙ୍କର ଅପମାନ କରି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏହି ଯେଉଁ ଲୋକମାନଙ୍କୁ ତୁମ୍ଭେମାନେ ଘେନି ଆସିଅଛ, ଏମାନେ ତ ମନ୍ଦିର ଲୁଣ୍ଠନକାରୀ ନୁହଁନ୍ତି, କିମ୍ବା ଆମ୍ଭମାନଙ୍କ ଦେବୀଙ୍କ ନିନ୍ଦକ ନୁହଁନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଏହି ଯେଉଁ ଲୋକମାନଙ୍କୁ ତୁମ୍ଭେମାନେ ଘେନି ଆସିଅଛ, ଏମାନେ ତ ମନ୍ଦିର ଲୁଣ୍ଠନକାରୀ ନୁହଁନ୍ତି, କିମ୍ବା ଆମ୍ଭମାନଙ୍କ ଦେବୀଙ୍କ ନିନ୍ଦକ ନୁହଁନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ತುಮಿ ಧರುನ್ ಹಾನಲಿ ಹಿ ಲೊಕಾ ಗುಡಿಯಾ ಚೊರಲಿ ನ್ಹಯ್ ನಾ ತರ್ ದೆವಿಕ್ ಗಾಳಿಯಾ ದಿವ್ನ್ ಬೊಲಲೆ ನ್ಹಯ್.