Acts 19:38 — Compare Translations

7 translations compared side by side

Odia - 1840
"ସେ କହିଲେ, ଆମ୍ଭର ବିଚ଼ାରାଳୟ ଅଛି ଓ ବିଚ଼ାରକମାନେ ମଧ୍ଯ ଅଛନ୍ତି। ଯଦି କାହାରି ବିରୁଦ୍ଧ ରେ ଦୀମୀତ୍ରିୟ ବା ତା'ର କାରିଗରମାନଙ୍କର କୌଣସି ଅଭିଯୋଗ ଥାଏ, ସମାନେେ ସଠାେକୁ ଯାଇ ପରସ୍ପର ବିରୁଦ୍ଧ ରେ ଅଭି ଯୋଗ ଆଣି ପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଯଦି କାହାରି ବିରୁଦ୍ଧରେ ଦୀମୀତ୍ରିୟର ଓ ତାʼର ସଙ୍ଗୀ ଶିଳ୍ପକରମାନଙ୍କର କୌଣସି କଥା ଥାଏ, ତାହାହେଲେ ବିଚାରାଳୟ ଉନ୍ମୁକ୍ତ ଅଛି ଓ ଶାସନକର୍ତ୍ତାମାନେ ଅଛନ୍ତି; ସେମାନେ ପରସ୍ପର ବିରୁଦ୍ଧରେ ଅଭିଯୋଗ କରନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ଦୀମିତ୍ରୀୟ ଓ ତା’ର କାରିଗରମାନଙ୍କର କାହା ବିରୁଦ୍ଧରେ କୌଣସି ଅଭିଯୋଗ ଅଛି, ତା’ ବିଚାର କରିବାକୁ ଆମ କର୍ତ୍ତୃପକ୍ଷମାନେ ଅଛନ୍ତି ଓ ବିଚାରାଳୟର ନିର୍ଦ୍ଦିଷ୍ଟ ଦିନ ସବୁ ରହିଛି। ସେଠାରେ ସେହି ଅଭିଯୋଗ ଉପସ୍ଥାପିତ କରାଯାଇପାରିବ।
Odia Bible ERV 2004 (ପବିତ୍ର ବାଇବଲ)
ସେ କହିଲେ, “ଆମ୍ଭର ବିଗ୍ଭରାଳୟ ଅଛି ଓ ବିଗ୍ଭରକମାନେ ମଧ୍ୟ ଅଛନ୍ତି। ଯଦି କାହାରି ବିରୁଦ୍ଧରେ ଦୀମୀତ୍ରିୟ ବା ତା’ର କାରିଗରମାନଙ୍କର କୌଣସି ଅଭିଯୋଗ ଥାଏ, ସେମାନେ ସେଠାକୁ ଯାଇ ପରସ୍ପର ବିରୁଦ୍ଧରେ ଅଭିଯୋଗ ଆଣି ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଯଦି କାହାରି ବିରୁଦ୍ଧରେ ଦୀମିତ୍ରୀୟର ଓ ତାହାର ସଙ୍ଗୀ ଶିଳ୍ପକରମାନଙ୍କର କୌଣସି କଥା ଥାଏ, ତାହାହେଲେ ବିଚାରାଳୟ ଉନ୍ମୁକ୍ତ ଅଛି ଓ ଶାସନକର୍ତ୍ତାମାନେ ଅଛନ୍ତି; ସେମାନେ ପରସ୍ପର ବିରୁଦ୍ଧରେ ଅଭିଯୋଗ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଯଦି କାହାରି ବିରୁଦ୍ଧରେ ଦୀମିତ୍ରୀୟର ଓ ତାହାର ସଙ୍ଗୀ ଶିଳ୍ପକରମାନଙ୍କର କୌଣସି କଥା ଥାଏ, ତାହାହେଲେ ବିଚାରାଳୟ ଉନ୍ମୁକ୍ତ ଅଛି ଓ ଶାସନକର୍ତ୍ତାମାନେ ଅଛନ୍ତି; ସେମାନେ ପରସ୍ପର ବିରୁଦ୍ଧରେ ଅଭିଯୋଗ କରନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ರಾತಾನಾ ದೆಮೆತ್ರಿ ಅನಿ ತೆಚಿ ಕಾಮಾ ಕರ್ತಲ್ಯಾಕ್ನಿ ಕೊನಾಚ್ಯಾ ವಿರೊದ್‍ಬಿ ಝಗ್ಡೊ ರ್‍ಹಾಲ್ಯಾರ್ ಅಮ್ಚೆ ಅಧಿಕಾರಿ ಹಾತ್, ಅನಿ ಝಡ್ತಿ ಕರ್‍ತಲೊ ಜಾಗೊ ಹಾಯ್, ಥೈ ಜಾವ್ನ್ ತಕ್ರಾರ್ ಸಾಂಗುಕ್ ಹೊತಾ.

Recommended Reading