Acts 19:39 — Compare Translations
7 translations compared side by side
Odia - 1840
"ମାତ୍ର ତୁମ୍ଭମାନଙ୍କର ଯଦି ଆଉ କିଛି ବିଷୟ ଅଛି, ତବେେ ତାହା ନିୟମିତ ଜନସଭା ରେ ବିଚ଼ାର କରାଯାଇ ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ, ଯଦି ତୁମ୍ଭମାନଙ୍କର ଅନ୍ୟ କୌଣସି ଦାବୀ ଥାଏ, ତେବେ ନିୟମିତ ସାଧାରଣ ସଭାରେ ତାହାର ମୀମାଂସା ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ଏହାଠାରୁ ଆଉ ଅଧିକ କିଛି ଚାହଁ, ତେବେ ନାଗରିକମାନଙ୍କ ଦ୍ୱାରା ଆଇନ୍ ଅନୁମୋଦିତ ଏକ ସଭାରେ ତାହାର ନିଷ୍ପତ୍ତି ନିଆଯାଇପାରିବ।
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ତୁମ୍ଭମାନଙ୍କର ଯଦି ଆଉ କିଛି ବିଷୟ ଅଛି, ତେବେ ତାହା ନିୟମିତ ଜନସଭାରେ ବିଗ୍ଭର କରାଯାଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯଦି ତୁମ୍ଭମାନଙ୍କର ଅନ୍ୟ କୌଣସି ଦାବି ଥାଏ, ତେବେ ନିୟମିତ ସାଧାରଣ ସଭାରେ ତାହାର ମୀମାଂସା ହେବ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯଦି ତୁମ୍ଭମାନଙ୍କର ଅନ୍ୟ କୌଣସି ଦାବି ଥାଏ, ତେବେ ନିୟମିତ ସାଧାରଣ ସଭାରେ ତାହାର ମୀମାଂସା ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ದುಶ್ರೆ ಕಾಯ್ತರಿಬಿ ಬೊಲುಚೆ ಮನುನ್ ಹಾಸಿ ಕಾಯ್? ಬೊಲುಚೆ ಮನುನ್ ಹೊತ್ತೆ ಹೊಲ್ಯಾರ್ ಶಾರಾತ್ಲ್ಯಾ ಮೊಟ್ಯಾ ಝಡ್ತಿಚ್ಯಾ ಬೈಟಕಿಕ್ ಯೆವಾ, ಥೈ ತೆ ನಿರ್ದಾರ್ ಕರುಂವಾ.