Acts 19:4 — Compare Translations

7 translations compared side by side

Odia - 1840
"ପାଉଲ ଏହାଶୁଣି କହିଲେ, ଯୋହନଙ୍କର ବାପ୍ତିସ୍ମର ଉଦ୍ଦେଶ୍ଯ ଥିଲା, ଲୋକମାନେ ଯେପରି ନିଜର ମନ ପରିବର୍ତ୍ତନ କରନ୍ତି। ତେଣୁ ଯେଉଁମାନେ ତାହାଙ୍କ ନିକଟକୁ ଆସୁଥିଲେ, ସେ ସହେି ଲୋକମାନଙ୍କୁ ତାହାଙ୍କ ପରେ ଆସୁଥିବା ବ୍ଯକ୍ତି, ଅର୍ଥାତ୍ ଯୀଶୁଙ୍କଠା ରେ ବିଶ୍ବାସ କରିବା ନିମନ୍ତେ କହୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପାଉଲ କହିଲେ, ଯୋହନ ମନ ପରିବର୍ତ୍ତନର ବାପ୍ତିସ୍ମରେଯଯ ବାପ୍ତିସ୍ମ ଦେଇ, ତାଙ୍କ ପରେ ଯେ ଆସିବେ, ତାହାଙ୍କଠାରେ, ଅର୍ଥାତ୍, ଯୀଶୁଙ୍କଠାରେ ବିଶ୍ଵାସ କରିବାକୁ ହେବ ବୋଲି ଲୋକମାନଙ୍କୁ କହୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲ କହିଲେ, “ଯେଉଁମାନେ ପାପରୁ ବିମୁଖ ହୋଇଥିଲେ, ଯୋହନଙ୍କ ଜଳଦୀକ୍ଷା ସେମାନଙ୍କ ପ୍ରତି ଉଦ୍ଦିଷ୍ଟ ଥିଲା। କିନ୍ତୁ ତାଙ୍କ ପରେ ଯେ ଆସିବାର ଥିଲା, ଅର୍ଥାତ୍, ଯୀଶୁଙ୍କଠାରେ ବିଶ୍ୱାସ କରିବା ପାଇଁ ଯୋହନ ଇଶ୍ରାଏଲର ଲୋକମାନଙ୍କୁ କହିଥିଲେ।”
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ଏହା ଶୁଣି କହିଲେ, “ଯୋହନଙ୍କର ବାପ୍ତିସ୍ମର ଉଦ୍ଦେଶ୍ୟ ଥିଲା, ଲୋକମାନେ ଯେପରି ନିଜର ମନ ପରିବର୍ତ୍ତନ କରନ୍ତି। ତେଣୁ ଯେଉଁମାନେ ତାହାଙ୍କ ନିକଟକୁ ଆସୁଥିଲେ, ସେ ସେହି ଲୋକମାନଙ୍କୁ ତାହାଙ୍କ ପରେ ଆସୁଥିବା ବ୍ୟକ୍ତି, ଅର୍ଥାତ୍ ଯୀଶୁଙ୍କଠାରେ ବିଶ୍ୱାସ କରିବା ନିମନ୍ତେ କହୁଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପାଉଲ କହିଲେ, ଯୋହନ ମନ-ପରିବର୍ତ୍ତନର ବାପ୍ତିସ୍ମରେ ବାପ୍ତିସ୍ମ ଦେଇ, ତାହାଙ୍କ ପରେ ଯେ ଆସିବେ, ତାହାଙ୍କଠାରେ ଅର୍ଥାତ୍‍ ଯୀଶୁଙ୍କଠାରେ ବିଶ୍ୱାସ କରିବାକୁ ହେବ ବୋଲି ଲୋକମାନଙ୍କୁ କହୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପାଉଲ କହିଲେ, ଯୋହନ ମନପରିବର୍ତ୍ତନର ବାପ୍ତିସ୍ମରେ ବାପ୍ତିସ୍ମ ଦେଇ, ତାହାଙ୍କ ପରେ ଯେ ଆସିବେ, ତାହାଙ୍କଠାରେ ଅର୍ଥାତ୍ ଯୀଶୁଙ୍କଠାରେ ବିଶ୍ୱାସ କରିବାକୁ ହେବ ବୋଲି ଲୋକମାନଙ୍କୁ କହୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುವಾಂವಾಚೆ ಬಾಲ್ತಿಮ್ ಪಾಪ್ ಸೊಡುನ್ ದೆವಾಕ್ಡೆ ಪರ್ತುನ್ ಯೆತಲ್ಯಾಕ್ನಿ ಹೊಲ್ಲೆ, ತೆನಿ ಲೊಕಾಕ್ನಿ ಅಪ್ಲ್ಯಾ ಮಾನಾ ಯೆತಲೊ ಹೊತ್ಯ್ತಾಚೆರ್ ವಿಶ್ವಾಸ್ ಥವಾ ಮನುನ್ ಸಾಂಗಲ್ಯಾನ್ ತೊ ಜೆಜುಚ್.