Acts 19:40 — Compare Translations

7 translations compared side by side

Odia - 1840
"ଆଜିର ଜନ ସଭା ରେ ଆନ୍ ଦୋଳନ ସକାେଶ ଆମ୍ଭେ ଦୋଷୀ ହାଇପୋରୁ, ଯେ ହତେୁ ଆମ୍ଭପାଖ ରେ ଏହାର କୌଣସି ଯଥାର୍ଥ କାରଣ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରକୃତରେ ଆଜିର ଗଣ୍ତଗୋଳ ଘେନି ଆମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ ହେବାର ଆଶଙ୍କା ଅଛି; ଆମ୍ଭେମାନେ ଏହି ଗଣ୍ତଗୋଳର କୌଣସି କାରଣ ଦେଖାଇ ପାରିବୁ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆଜି ଯାହା ଘଟିଛି, ସେଥିରେ ଆମ ବିରୁଦ୍ଧରେ ହିଂସାକାଣ୍ଡ ଘଟାଇବା ଅଭିଯୋଗର ଆଶଙ୍କା ଅଛି; ଆମ୍ଭେମାନେ ଏହି ସମସ୍ତ ଗଣ୍ଡଗୋଳର କୌଣସି ଯଥାର୍ଥ କାରଣ ଦର୍ଶାଇ ପାରିବୁ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଆଜିର ଜନ ସଭାରେ ଆନ୍ଦୋଳନ ସକାଶେ ଆମ୍ଭେ ଦୋଷୀ ହୋଇପାରୁ, ଯେହେତୁ ଆମ୍ଭପାଖରେ ଏହାର କୌଣସି ଯଥାର୍ଥ କାରଣ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରକୃତରେ ଆଜିର ଗଣ୍ଡଗୋଳ ଘେନି ଆମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ ହେବାର ଆଶଙ୍କା ଅଛି; ଆମ୍ଭେମାନେ ଏହି ଗଣ୍ଡଗୋଳର କୌଣସି କାରଣ ଦେଖାଇ ପାରିବୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରକୃତରେ ଆଜିର ଗଣ୍ଡଗୋଳ ଘେନି ଆମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ ହେବାର ଆଶଙ୍କା ଅଛି; ଆମ୍ଭେମାନେ ଏହି ଗଣ୍ଡଗୋଳର କୌଣସି କାରଣ ଦେଖାଇ ପାରିବୁ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಅಮಿ ಹಿತ್ತೆ ಲೈ ಘಾತ್ಕೊ ಧಂಗೊ ಉಟ್ವುಲಾಂವ್, ಸಗ್ಳ್ಯಾ ಗದ್ದಲಾಕ್ನಿ ಮಾಪಿ ಕರುಕ್ ಕೊನಾಚೆನ್ಬಿ ಹೊಯ್ನಾ ಅನಿ ಸಮಾ ಕಾರನ್ ದಿವ್ಕ್ ಅಮ್ಚ್ಯೆಕ್ಡೆ ಹೊಯ್ನಾ.