Acts 19:41 — Compare Translations

7 translations compared side by side

Odia - 1840
"ଏହା କହି ସେ ସଭା ଭାଙ୍ଗିଲେ। ତା'ପରେ ସେ ଲୋକମାନଙ୍କୁ ଘରକୁ ୟିବାପାଇଁ କହିଲେ। ସମସ୍ତେ ଚ଼ାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା କହି ସେ ସଭାସ୍ଥ ସମସ୍ତଙ୍କୁ ବିଦାୟ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ସବୁ କଥା କହି ସେ ଜନତାକୁ ଶାନ୍ତ କରି ସଭା ଭଙ୍ଗ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହା କହି ସେ ସଭା ଭାଙ୍ଗିଲେ। ତା’ପରେ ସେ ଲୋକମାନଙ୍କୁ ଘରକୁ ଯିବା ପାଇଁ କହିଲେ। ସମସ୍ତେ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା କହି ସେ ସଭାସ୍ଥ ସମସ୍ତଙ୍କୁ ବିଦାୟ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏହା କହି ସେ ସଭାସ୍ଥ ସମସ୍ତଙ୍କୁୁ ବିଦାୟ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿ ಗೊಸ್ಟಿಯಾ ಸಾಂಗ್ಲ್ಯಾ ಮಾನಾ ತೆನಿ ಥೈ ಗೊಳಾ ಹೊಲ್ಲ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಚೆ ಬೈಟಕ್ ಮುಗಸ್ಲ್ಯಾನ್.