Acts 19:6 — Compare Translations

7 translations compared side by side

Odia - 1840
"ପାଉଲ ଯେତବେେଳେ ସମାନଙ୍କେ ଉପରେ ହାତ ରଖିଲେ, ପବିତ୍ର ଆତ୍ମା ସମାନଙ୍କେ ଉପରେ ଓହ୍ଲାଇ ଆସିଲେ। ସମାନେେ ବିଭିନ୍ନ ପ୍ରକାର ଭାଷା ଓ ଭବିଷ୍ଯଦ୍ବାଣୀ କହିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ, ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କଲେ ଓ ପବିତ୍ରଆତ୍ମା ସେମାନଙ୍କ ଉପରେ ଅବତରଣ କଲେ। ସେମାନେ ବିଭିନ୍ନ ଭାଷାରେ କଥା କହିଲେ ଓ ଈଶ୍ୱରଙ୍କ ଶୁଭ ବାର୍ତ୍ତା ଘୋଷଣା କଲେ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ଯେତେବେଳେ ସେମାନଙ୍କ ଉପରେ ହାତ ରଖିଲେ, ପବିତ୍ରଆତ୍ମା ସେମାନଙ୍କ ଉପରେ ଓହ୍ଲାଇ ଆସିଲେ। ସେମାନେ ବିଭିନ୍ନ ପ୍ରକାର ଭାଷା ଓ ଭବିଷ୍ୟ‌ଦ୍‌ବାଣୀ କହିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲುನ್ ತೆಂಚ್ಯಾ ವರ್‍ತಿ ಹಾತಾ ಥವಲ್ಲ್ಯಾ ತನ್ನಾ ತೆಂಕಾ ಪವಿತ್ರ್ ಆತ್ಮೊ ಯೆಲೊ, ತೆನಿ ಅಪ್ನಾಕ್ ವಳಕ್ ನಸಲ್ಲಿ ದುಸ್ರಿ ದುಸ್ರಿ ಭಾಶ್ಯಾ ಬೊಲ್ಯಾನಿ ಅನಿ ದೆವಾಚಿ ಬರಿ ಖಬರ್ ಪರ್ಗಟ್ ಕರ್‍ಲ್ಯಾನಿ.

Recommended Reading