Acts 19:8 — Compare Translations
7 translations compared side by side
Odia - 1840
"ତା'ପରେ ପାଉଲ ସମାଜଗୃହ ରେ ପ୍ରବେଶ କରି ତିନିମାସ ପର୍ୟ୍ଯନ୍ତ ସାହାସର ସହିତ ଯିହୂଦୀମାନଙ୍କ ସହିତ ପରମେଶ୍ବରଙ୍କ ରାଜ୍ଯ ବିଷୟ ରେ କହିଲେ। ସେ ସମାନଙ୍କେୁ ପରମେଶ୍ବରଙ୍କ ରାଜ୍ଯ ବିଷୟ ରେ କହି ସମାନଙ୍କେୁ ଗ୍ରହଣ କରିବା ପାଇଁ ରାଜି କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ଵରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ଵାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ପାଉଲ ତିନି ମାସ ପର୍ଯ୍ୟନ୍ତ ସମାଜ ଗୃହରେ ନିର୍ଭୀକ ଭାବରେ ଆଲୋଚନା କରି ଈଶ୍ୱରଙ୍କ ରାଜ୍ୟ ବିଷୟରେ ସେମାନଙ୍କ ମନରେ ବିଶ୍ୱାସ ଜନ୍ମାଇବା ପାଇଁ ଚେଷ୍ଟା କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ପାଉଲ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସର ସହିତ ଯିହୂଦୀମାନଙ୍କ ସହିତ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ କହିଲେ। ସେ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ କହି ସେମାନଙ୍କୁ ଗ୍ରହଣ କରିବା ପାଇଁ ରାଜି କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ବରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ୱରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಶಾರಾತ್ ಪಾವ್ಲುನ್ ಸಿನಾಗೊಕ್ ಜಾವ್ನ್ ಧೈರ್ಯಾನ್ ಬೊಲುನ್ಗೆತ್ ಸುಮಾರ್ ತಿನ್ ಮ್ಹ್ನನ್ಯಾನ್ ಲೊಕಾಂಚ್ಯಾ ವಾಂಗ್ಡಾ ದೆವಾಚ್ಯಾ ರಾಜಾಂಚ್ಯಾ ವಿಶಯಾತ್ ಬೊಲುನ್ಗೆತ್ ತೆಂಚೆ ಮನ್ ಪರ್ತುಕ್ ಬಗ್ಲ್ಯಾನ್.