Acts 19:9 — Compare Translations
7 translations compared side by side
Odia - 1840
"ମାତ୍ର ସମାନଙ୍କେ ଭିତରୁ କେତକେ ଜିଦ୍ଖୋର ହାଇେ ବିଶ୍ବାସ କଲନୋହିଁ। ସମାନେେ ଲୋକମାନଙ୍କ ଆଗ ରେ ଖ୍ରୀଷ୍ଟଙ୍କ ପଥ ବିଷୟ ରେ ବହୁତ ଖରାପ କଥା କହିବାକୁ ଲାଗିଲେ। ତେଣୁ ପାଉଲ ସମାନଙ୍କେୁ ଛାଡ଼ି କବଳେ ଯୀଶୁଙ୍କର ଶିଷ୍ଯମାନଙ୍କୁ ସାଙ୍ଗ ରେ ରଖିଲେ। ସେ ପ୍ରତିଦିନ ତୁରାନ୍ନର ବିଦ୍ଯାଳୟକୁ ଯାଇ ଆଲୋଚନା କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେତେବେଳେ କେତେକ ଲୋକ କଠିଣ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ସେହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ କଠିନମନା ଥିଲେ, ସେମାନେ ବିଶ୍ୱାସ କଲେ ନାହିଁ। ସେମାନେ ଦଳର ସମସ୍ତଙ୍କ ସାମ୍ନାରେ ପ୍ରଭୁଙ୍କର ମାର୍ଗ ବିଷୟରେ ଅପବାଦସୂଚକ କଥା କହିଲେ। ତେଣୁ ପାଉଲ ସେମାନଙ୍କୁ ଛାଡ଼ି ବିଶ୍ୱାସମାନଙ୍କୁ ନେଇ ପ୍ରତିଦିନ ଟିରାନସ୍ ଭବନରେ ଆଲୋଚନା ଚଳାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେମାନଙ୍କ ଭିତରୁ କେତେକ ଜିଦ୍ଖୋର ହୋଇ ବିଶ୍ୱାସ କଲେ ନାହିଁ। ସେମାନେ ଲୋକମାନଙ୍କ ଆଗରେ ଖ୍ରୀଷ୍ଟଙ୍କ ପଥ ବିଷୟରେ ବହୁତ ଖରାପ କଥା କହିବାକୁ ଲାଗିଲେ। ତେଣୁ ପାଉଲ ସେମାନଙ୍କୁ ଛାଡ଼ି କେବଳ ଯୀଶୁଙ୍କର ଶିଷ୍ୟମାନଙ୍କୁ ସାଙ୍ଗରେ ରଖିଲେ। ସେ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟକୁ ଯାଇ ଆଲୋଚନା କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେତେବେଳେ କେତେକ ଲୋକ କଠିନ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ଏହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ୍ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେତେବେଳେ କେତେକ ଲୋକ କଠିନ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ଏହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ୍ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾತುರ್ಲ್ಯಾ ಉಲ್ಲ್ಯಾ ಲೊಕಾನಿ ಅಪ್ಲೊ ಮನ್ ಘಟ್ ಕರುನ್ ಘೆಟ್ಲ್ಯಾನಿ, ಅನಿ ವಿಶ್ವಾಸ್ ಕರುಕ್ ನಾತ್, ಸಗ್ಳ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಚ್ಯಾ ಇದ್ರಾಕ್ ತಿರಾನ್ನ್ ಮನ್ತಲ್ಯಾಚ್ಯಾ ಸಾಳೆತ್ ಧನಿಯಾಚ್ಯಾ ವಾಟೆಚ್ಯಾ ವಿಶಯಾತ್ ಬುರ್ಶೆ ಬೊಲ್ಲ್ಯಾನಿ, ತಸೆ ಹೊವ್ನ್ ಪಾವ್ಲುನ್ ತೆಂಕಾ ಸೊಡುನ್ ವಿಶ್ವಾಸಿ ಲೊಕಾಕ್ನಿ ಅಪ್ನಾ ವಾಂಗ್ಡಾ ಬಲ್ವುನ್ ನೆಲ್ಯಾನ್, ಅನಿ ಸದ್ದಿ ತೆಂಕಾ ತುರ್ ಮನ್ತಲ್ಯಾ ಶಿಕ್ವುತಲ್ಯಾ ಖೊಲಿಕ್ ಬಲ್ವುನ್ ಘೆವ್ನ್ ಜಾವ್ನ್ ತೆಂಚ್ಯಾ ವಾಂಗ್ಡಾ ಚರ್ಚಾ ಕರ್ಲ್ಯಾನ್.