Acts 2:1 — Compare Translations

7 translations compared side by side

Odia - 1840
"ଯେତବେେଳେ ପେଣ୍ଟିକଷ୍ଟ ଦିନ ଆସିଲା ସମାନେେ ସମସ୍ତେ ଗୋଟିଏ ସ୍ଥାନ ରେ ଏକାଠି ଜମା ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ସମବେତ ଥିଲେ।
Odia BSI (ପବିତ୍ର ବାଇବଲ (CL) NT (BSI))
ପେଣ୍ଟିକଷ୍ଟ ଦିନରେ ଖ୍ରୀଷ୍ଟ ବିଶ୍ୱାସୀ ସମସ୍ତେ ଗୋଟିଏ ସ୍ଥାନରେ ଏକତ୍ରିତ ହୋଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ରଆତ୍ମାଙ୍କର ଆଗମନ ଯେତେବେଳେ ପେଣ୍ଟିକଷ୍ଟ ଦିନ ଆସିଲା ସେମାନେ ସମସ୍ତେ ଗୋଟିଏ ସ୍ଥାନରେ ଏକାଠି ଜମା ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ।
Odia IRV 2017 (ଓଡିଆ ବାଇବେଲ)
ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆಂತೆಕೊಸ್ತಾಚ್ಯಾ ಸನಾದಿಸಿ ದೆವಾಚಿ ಸಗ್ಳ್ಯಿ ಲೊಕಾ ಎಕ್ ಜಾಗ್ಯಾರ್ ಗೊಳಾ ಹೊವ್ನ್ ಯೆಲ್ಲಿ.