Acts 2:10 — Compare Translations
7 translations compared side by side
Odia - 1840
"ଏବଂ ୟିହୂଦା, କାପ୍ପାଦକିଆ, ପନ୍ତ ଓ ଆସିଆ, ଫ୍ରୁଗିଆ ଓ ପ୍ରଫୁଲିଆ, ମିଶର ନିବାସୀ କୂରୀଣୀ ନିକଟବର୍ତ୍ତୀ ଲିବିଯା ପ୍ରଦେଶ ଲୋକେ ରୋମ ନଗରରୁ ଆସିଥିବା ତଥା କ୍ରୀତୀୟ ଓ ଆରବୀୟ ପରିଦର୍ଶକଗଣ। ଆମ୍ଭ ଭିତରୁ କେତଜେଣ ଜନ୍ମରୁ ଯିହୂଦୀ ଏବଂ ଅନ୍ୟ କେତକେ ଯିହୂଦୀ ଧର୍ମଗ୍ରହଣ କରିଥିବା ଲୋକମାନେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଫ୍ରୁଗିଆ ଓ ପଂଫୂଲିଆ, ମିସର ଓ କୂରୀଣୀ ନିକଟବର୍ତ୍ତୀ ଲିବିଆ ଅଞ୍ଚଳନିବାସୀ ଏବଂ ରୋମରୁ ଆଗତ ଯିହୁଦୀ ଓ ଯିହୁଦୀଧର୍ମାବଲମ୍ଵୀ ପ୍ରବାସୀ,
Odia BSI (ପବିତ୍ର ବାଇବଲ (CL) NT (BSI))
ଫ୍ରୂଗିୟା ଓ ପଂଫୁଲିୟା, ମିସର ଓ କୂରୀଣୀ ନିକଟବର୍ତ୍ତୀ ଲିବିୟା ଅଞ୍ଚଳ ନିବାସୀ। ଆମ୍ଭମାନଙ୍କ ମଧ୍ୟରୁ କେତେକ ରୋମ୍ରୁ ଆସିଥିବା ଇହୁଦୀ ଓ ଇହୁଦୀ ଧର୍ମ ଗ୍ରହଣ କରିଥିବା ପ୍ରବାସୀ;
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଯିହୂଦା, କାପ୍ପାଦକିଆ, ପନ୍ତ ଓ ଆସିଆ, ଫ୍ରୁଗିଆ ଓ ପ୍ରଫୂଲ୍ଲିଆ, ମିଶର ନିବାସୀ କୂରୀଣୀ ନିକଟବର୍ତ୍ତୀ ଲିବିୟା ପ୍ରଦେଶ ଲୋକେ ରୋମ ନଗରରୁ ଆସିଥିବା ତଥା କ୍ରୀତୀୟ ଓ ଆରବୀୟ ପରିଦର୍ଶକଗଣ। ଆମ୍ଭ ଭିତରୁ କେତେଜଣ ଜନ୍ମରୁ ଯିହୂଦୀ ଏବଂ ଅନ୍ୟ କେତେକ ଯିହୂଦୀ ଧର୍ମଗ୍ରହଣ କରିଥିବା ଲୋକମାନେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଫ୍ରୁଗିଆ ଓ ପଂଫୂଲିଆ, ମିସର ଓ କୂରୀଣୀ ନିକଟବର୍ତ୍ତୀ ଲିବିଆ ଅଞ୍ଚଳ ନିବାସୀ ଏବଂ ରୋମରୁ ଆସିଥିବା ଯିହୁଦୀ ଓ ଯିହୁଦୀ ଧର୍ମାବଲମ୍ବୀ ପ୍ରବାସୀ,
Odia IRV 2017 (ଓଡିଆ ବାଇବେଲ)
ଫ୍ରୁଗିଆ ଓ ଫଫୂଲିଆ, ମିସର ଓ କୂରୀଣୀ ନିକଟବର୍ତ୍ତୀ ଲିବିଆ ଅଞ୍ଚଳ ନିବାସୀ ଏବଂ ରୋମରୁ ଆସିଥିବା ଯିହୂଦୀ ଓ ଯିହୂଦୀ ଧର୍ମାବଲମ୍ବୀ ପ୍ରବାସୀ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಪಿರ್ಗಿಯಾತ್ಲೆ, ಪಂಪಿಲಿಯಾತ್ಲೆ, ಇಜಿಪ್ತಾತ್ಲೆ ಅನಿ ಲಿಬಿಯಾಚ್ಯಾ ಜಗೊಳ್ಲ್ಯಾ ಸಿರೆನಿತ್ಲೆ, ಅನಿ ಥೊಡಿ ಲೊಕಾ ರೊಮಾತ್ಲಿ,