Acts 2:12 — Compare Translations
7 translations compared side by side
Odia - 1840
"ସମାନେେ ସମସ୍ତେ ଆଶ୍ଚର୍ୟ୍ଯ ଓ ବିଭ୍ରାନ୍ତ ହାଇେ ପଡ଼ିଲେ। ସମାନେେ ପରସ୍ପର ଭିତ ରେ ପଚ଼ାରା ଉଚ଼ରା ହେଲେ, ଏ ସବୁ କ'ଣ ହେଉଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସମସ୍ତେ ଆଚମ୍ଵିତ ଓ ହତବୁଦ୍ଧି ହୋଇ ପରସ୍ପର କହିବାକୁ ଲାଗିଲେ, ଏହାର ଅର୍ଥ କଅଣ?
Odia BSI (ପବିତ୍ର ବାଇବଲ (CL) NT (BSI))
ବିସ୍ମିତ ଓ ବିଚଳିତ ହୋଇ ସେମାନେ ପରସ୍ପରକୁ ପଚାରିବାକୁ ଲାଗିଲେ, “ଏହାର ଅର୍ଥ କ’ଣ?”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସମସ୍ତେ ଆଶ୍ଚର୍ଯ୍ୟ ଓ ବିଭ୍ରାନ୍ତ ହୋଇ ପଡ଼ିଲେ। ସେମାନେ ପରସ୍ପର ଭିତରେ ପଚରା ଉଚରା ହେଲେ, “ଏ ସବୁ କ’ଣ ହେଉଛି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସମସ୍ତେ ଆଚମ୍ଭିତ ଓ ଅବାକ୍ ହୋଇ ପରସ୍ପର କହିବାକୁ ଲାଗିଲେ, ଏହାର ଅର୍ଥ କଅଣ?
Odia IRV 2017 (ଓଡିଆ ବାଇବେଲ)
ଆଉ, ସମସ୍ତେ ଆଚମ୍ବିତ ଓ ଅବାକ୍ ହୋଇ ପରସ୍ପର କହିବାକୁ ଲାଗିଲେ,ଏହାର ଅର୍ଥ କ'ଣ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಸಗ್ಳೆ ಜಾನಾ ಘಾಬರ್ಲೆ ಅನಿ ಅಜಾಪ್ ಹೊವ್ನ್, “ಹೆ ಕಾಯ್ ಹೊಲೆ?” ಮನುನ್ ಎಕಾಮೆಕಾಕ್ ಇಚಾರುನ್ ಘೆವ್ಕ್ ಲಾಗ್ಲೆ.