Acts 2:13 — Compare Translations

7 translations compared side by side

Odia - 1840
"କିନ୍ତୁ ଅନ୍ୟ ଲୋକମାନେ ପ୍ ରରେିତମାନଙ୍କୁ ଉପହାସ କରି କହିଲେ, ଏମାନେ ସମସ୍ତେ ମଦପିଇ ମାତାଲ ହାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଅନ୍ୟମାନେ ବିଦ୍ରୂପ କରି କହିଲେ, ଏମାନେ ମିଷ୍ଟ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଅନ୍ୟମାନେ ବିଶ୍ୱାସୀମାନଙ୍କୁ ବିଦ୍ରୂପ କରି କହିଲେ, “ଏହି ଲୋକମାନେ ମାତାଲ ହୋଇଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଅନ୍ୟ ଲୋକମାନେ ପ୍ରେରିତମାନଙ୍କୁ ଉପହାସ କରି କହିଲେ, “ଏମାନେ ସମସ୍ତେ ମଦପିଇ ମାତାଲ ହୋଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಹುರಲ್ಲ್ಯಾ ಲೊಕಾನಿ ತೆಂಕಾ ಬಗುನ್ “ಹೆನಿ ಲೈ ವಾಯ್ನ್ ಫಿವ್ನ್ ನಿಶೆತ್ ಹಾತ್.” ಮನುನ್ ಸಾಂಗುನ್ ಹಾಸ್ಲ್ಯಾನಿ.