Acts 2:14 — Compare Translations
7 translations compared side by side
Odia - 1840
"ପିତର ସହେି ଏଗାରଜଣ ପ୍ ରରେିତ ସହ ଠିଆ ହାଇେ ସହେି ଲୋକମାନଙ୍କୁ ବଡ଼ ପାଟି ରେ କହିଲେ, ହେ ୟିଦୂଦୀୟମାନେ, ହେ ୟିରୂଶାଲମ ବାସିନ୍ଦାମାନେ, ସମସ୍ତେ ମାେ କଥା ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପିତର ଏକାଦଶଙ୍କ ସହିତ ଠିଆ ହୋଇ ଉଚ୍ଚସ୍ଵରରେ ସେମାନଙ୍କ ନିକଟରେ ବକ୍ତୃତା କରି କହିଲେ, ହେ ଯିହୁଦୀ ଲୋକେ ଓ ଯିରୂଶାଲମ ନିବାସୀସମସ୍ତେ, ଆପଣମାନେ ଏହା ଜ୍ଞାତ ହେଉନ୍ତୁ ଓ ମୋହର କଥାରେ କର୍ଣ୍ଣପାତ କରନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଅନ୍ୟ ଏଗାର ଜଣ ପ୍ରେରିତ ଶିଷ୍ୟମାନଙ୍କ ସହିତ ପିତର ଠିଆ ହୋଇ ଉଚ୍ଚ ସ୍ୱରରେ କହିଲେ, “ହେ ଇହୁଦୀ ଭାଇମାନେ ଓ ଯିରୂଶାଲମରେ ବାସ କରୁଥିବା ଭଦ୍ର ମଣ୍ଡଳୀ, ମୋ’ କଥା ଶୁଣ, ମୁଁ ଏହି ବିଷୟରେ ବୁଝାଇ କହିବି।
Odia Bible ERV 2004 (ପବିତ୍ର ବାଇବଲ)
ପିତରଙ୍କର ଲୋକମାନଙ୍କୁ ସମ୍ବୋଧନ ପିତର ସେହି ଏଗାର ଜଣ ପ୍ରେରିତଙ୍କ ସହ ଠିଆ ହୋଇ ସେହି ଲୋକମାନଙ୍କୁ ବଡ଼ ପାଟିରେ କହିଲେ, “ହେ ଯିହୂଦୀୟମାନେ, ହେ ଯିରୁଶାଲମ ବାସିନ୍ଦାମାନେ, ସମସ୍ତେ ମୋ’ କଥା ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପିତର ଏଗାର ଜଣ ପ୍ରେରିତମାନଙ୍କ ସହିତ ଠିଆ ହୋଇ ଉଚ୍ଚସ୍ୱରରେ ସେମାନଙ୍କ ନିକଟରେ ବକ୍ତୃତା ଦେଇ କହିଲେ, ହେ ଯିହୁଦୀ ଲୋକେ, ଓ ଯିରୂଶାଲମ ନିବାସୀ ସମସ୍ତେ, ଆପଣମାନେ ଏହା ଜାଣନ୍ତୁ ଓ ମୋହର କଥା ଶୁଣନ୍ତୁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପିତର ଏଗାରଜଣଙ୍କ ସହିତ ଠିଆ ହୋଇ ଉଚ୍ଚ ସ୍ଵରରେ ସେମାନଙ୍କ ନିକଟରେ ବକ୍ତୃତା ଦେଇ କହିଲେ, ହେ ଯିହୂଦୀ ଲୋକେ, ଓ ଯିରୂଶାଲମ ନିବାସୀ ସମସ୍ତେ, ଆପଣମାନେ ଏହା ଜାଣନ୍ତୁ ଓ ମୋହର କଥା ଶୁଣନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಪೆದ್ರು ಹುರಲ್ಲ್ಯಾ ಆಕ್ರಾ ಲೊಕಾ ಅಪೊಸ್ತಲಾಕ್ನಿ ಘೆವ್ನ್ ಇಬೆ ರ್ಹಾವ್ನ್, ಗೊಳಾ ಹೊಲ್ಲ್ಯಾ ಲೊಕಾಕ್ನಿ ಮೊಟ್ಯಾ ಧನಾನ್ ಸಾಂಗುಕ್ ಲಾಗ್ಲೊ: ಜುದೆವಾನು, ಜೆರುಜಲೆಮಾತ್ಲ್ಯಾ ಲೊಕಾನು, ಮಿಯಾ ಸಾಂಗ್ತಲ್ಯಾಕ್ ಕಾನ್ ದಿವ್ನ್ ಆಯ್ಕಾ, ತುಮಿ ಕಳ್ವುನ್ ಘೆವ್ಚಿ ಹೊಲ್ಲಿ ಸಂಗ್ತಿಯಾ ಮಿಯಾ ತುಮ್ಕಾ ಸಾಂಗ್ತಾ.