Acts 2:15 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଯାହା ଅନୁମାନ କରୁଛ ଯେ, ଏମାନେ ମାତାଲ, ତାହା ନୁହେଁ, କାରଣ ବର୍ତ୍ତମାନ ତ ସକାଳ ନ'ଟା ବାଜିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆପଣମାନେ ଯେପରି ମନେ କରୁଅଛନ୍ତି, ଏମାନେ ସେପରି ମାତାଲ୍ ନୁହନ୍ତି, ଯେଣୁ ବର୍ତ୍ତମାନ ସମୟ ସକାଳ ନଅ ଘଣ୍ଟା ମାତ୍ର ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ମନେ କରୁଛ, ଏମାନେ ମାତାଲ। ନା, ଏମାନେ ମାତାଲ ନୁହଁନ୍ତି, କାରଣ ବର୍ତ୍ତମାନ ସମୟ ସକାଳ ନ’ଟା।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯାହା ଅନୁମାନ କରୁଛ ଯେ, ଏମାନେ ମାତାଲ, ତାହା ନୁହେଁ, କାରଣ ବର୍ତ୍ତମାନ ତ’ ସକାଳ ନ’ଟା ବାଜିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆପଣମାନେ ଯେପରି ମନେ କରୁଅଛନ୍ତି, ଏମାନେ ସେପରି ମାତାଲ ନୁହଁନ୍ତି, ଯେଣୁ ବର୍ତ୍ତମାନ ସମୟ ସକାଳ ନଅ ଘଣ୍ଟା ମାତ୍ର।
Odia IRV 2017 (ଓଡିଆ ବାଇବେଲ)
କାରଣ ଆପଣମାନେ ଯେପରି ମନେ କରୁଅଛନ୍ତି,ଏମାନେ ସେପରି ମାତାଲ ନୁହଁନ୍ତି, ଯେଣୁ ବର୍ତ୍ତମାନ ସମୟ ସକାଳ ନଅ ଘଣ୍ଟା ମାତ୍ର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಯೆವ್ಜುನ್ ಘೆಟಲ್ಲ್ಯಾ ಸಾರ್ಕೆ ಹೆನಿ ವಾಯ್ನ್ ಫಿಲ್ಲಿ ಲೊಕಾ ನ್ಹಯ್, ಅತ್ತಾ ಖಾಲಿ ಸಕ್ಕಾಳ್ಚೆ ನ್ಹವ್ ಗಂಟೆ ಹೊಲಾತ್.