Acts 2:16 — Compare Translations
7 translations compared side by side
Odia - 1840
"ଏବେ ଯାହା ଘଟୁଛି ସେ ବିଷୟ ରେ ଭାବବାଦୀ ଯାୟେଲ କହିଥିଲେ, ପରମେଶ୍ବର କହନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୋୟେଲ ଭାବବାଦୀଙ୍କ ଦ୍ଵାରା ଯାହା ଉକ୍ତ ଅଛି, ଏ ସେହି ଘଟଣା:-
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଭାବବାଦୀ ଯୋୟେଲ ଯେଉଁ ଘଟଣାବଳୀ ବିଷୟରେ ଭବିଷ୍ୟତବାଣୀ କହିଥିଲେ, ଏହା ସେଭଳି ଏକ ଘଟଣା। ଯୋୟେଲ କହିଥିଲେ;
Odia Bible ERV 2004 (ପବିତ୍ର ବାଇବଲ)
ଏବେ ଯାହା ଘଟୁଛି ସେ ବିଷୟରେ ଭାବବାଦୀ ଯୋୟେଲ କହିଥିଲେ:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୋୟେଲ ଭାବବାଦୀଙ୍କ ଦ୍ୱାରା ଯାହା ଉକ୍ତ ଅଛି, ଏହା ସେହି ଘଟଣା ଅଟେ;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୋୟେଲ ଭାବବାଦୀଙ୍କ ଦ୍ୱାରା ଯାହା ଉକ୍ତ ଅଛି,ଏହା ସେହି ଘଟଣା ଅଟେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅತ್ತಾ ಹಿತ್ತೆ ಚಲುಲಾಗಲ್ಯಾ ಸಂಗ್ತಿಯಾಂಚ್ಯಾ ವಿಶಯಾ ಪ್ರವಾದಿ ಯೊಯೆಲಾನ್ ಅಶೆ ಬೊಲಲ್ಲೆ ಹಾಯ್: