Acts 2:17 — Compare Translations

7 translations compared side by side

Odia - 1840
"ମୁଁ ଶଷେ ସମୟରେ ସମସ୍ତଙ୍କ ଉପରେ ମାରେ ଆତ୍ମା ଢ଼ାଳି ଦବେି। ଯାହାଦ୍ବାରା ତୁମ୍ଭମାନଙ୍କର ପୁଅ ଝିଅମାନେ ଭବିଷ୍ଯତ ବାଣୀ କହିପାରିବେ। ତୁମ୍ଭମାନଙ୍କର ୟୁବକମାନେ ଦର୍ଶନ ପାଇବେ ଓ ବୃଦ୍ଧ ଲୋକମାନେ ସ୍ବପ୍ନ ଦେଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵର କହନ୍ତି, ଶେଷକାଳରେ ଏପରି ଘଟିବ ଯେ, ଆମ୍ଭେ ସମସ୍ତ ମର୍ତ୍ତ୍ୟ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ତୁମ୍ଭମାନଙ୍କର ପୁତ୍ରକନ୍ୟାମାନେ ଭାବବାଣୀ କହିବେ ⇧, ଆଉ ତୁମ୍ଭମାନଙ୍କର ଯୁବାମାନେ ଦର୍ଶନ ପାଇବେ, ତୁମ୍ଭମାନଙ୍କର ପ୍ରାଚୀନମାନେ ସ୍ଵପ୍ନ ଦେଖିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଈଶ୍ୱର କହନ୍ତି: ‘ଶେଷ ଦିନମାନଙ୍କରେ ଏହା ସବୁ ଘଟିବ: ମୁଁ ସମସ୍ତଙ୍କ ଉପରେ ମୋର ଆତ୍ମା ବୃଷ୍ଟି କରିବି। ତୁମ ପୁତ୍ର ଓ କନ୍ୟାମାନେ ଭାବବାଣୀ କହିବେ। ତୁମର ଯୁବକମାନେ ଦିବ୍ୟ ଦର୍ଶନ ପାଇବେ, ଓ ତୁମର ବୃଦ୍ଧମାନେ ସ୍ୱପ୍ନ ଦେଖିବେ।
Odia Bible ERV 2004 (ପବିତ୍ର ବାଇବଲ)
“ପରମେଶ୍ୱର କହନ୍ତି, ମୁଁ ଶେଷ ସମୟରେ ସମସ୍ତଙ୍କ ଉପରେ ମୋର ଆତ୍ମା ଢାଳିଦେବି। ଯାହାଦ୍ୱାରା ତୁମ୍ଭମାନଙ୍କର ପୁଅ ଝିଅମାନେ ଭବିଷ୍ୟ‌ଦ୍‌ବାଣୀ କହି ପାରିବେ। ତୁମ୍ଭମାନଙ୍କର ଯୁବକମାନେ ଦର୍ଶନ ପାଇବେ ଓ ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବର କହନ୍ତି, ଶେଷକାଳରେ ଏପରି ଘଟିବ ଯେ, ଆମ୍ଭେ ସମସ୍ତ ମନୁଷ୍ୟ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ତୁମ୍ଭମାନଙ୍କ ପୁତ୍ରକନ୍ୟାମାନେ ଭାବବାଣୀ କହିବେ, ଆଉ ତୁମ୍ଭମାନଙ୍କର ଯୁବାମାନେ ଦର୍ଶନ ପାଇବେ, ପୁଣି, ତୁମ୍ଭମାନଙ୍କର ପ୍ରାଚୀନମାନେ ସ୍ୱପ୍ନ ଦେଖିବେ।
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱର କହନ୍ତି, ଶେଷକାଳରେ ଏପରି ଘଟିବ ଯେ, ଅାମ୍ଭେ ସମସ୍ତ ମର୍ତ୍ତ୍ୟ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ତୁମ୍ଭମାନଙ୍କ ପୁତ୍ରକନ୍ୟାମାନେ ଭାବବାଣୀ କହିବେ, ଆଉ ତୁମ୍ଭମାନଙ୍କର ଯୁବାମାନେ ଦର୍ଶନ ପାଇବେ, ପୁଣି, ତୁମ୍ଭମାନଙ୍କର ପ୍ରାଚୀନମାନେ ସ୍ୱପ୍ନ ଦେଖିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಕ್ರಿಚ್ಯಾ ದಿಸಾತ್ನಿ ಅಪ್ನಿ ಕರ್‍ತಲೆ ಕಾಯ್ ಮನುನ್ ದೆವ್ ಸಾಂಗ್ತಾ! ಮಿಯಾ ಮಾಜೊ ಆತ್ಮೊ ಸಗ್ಳ್ಯಾ ಲೊಕಾಂಚ್ಯಾ ವರ್‍ತಿ ಘಾಲ್ತಾ, ತುಮ್ಚಿ ಲೆಕಾ ಅನಿ ಲೆಕಿಯಾ ಪ್ರವಾದ್ ಕರ್ತಾತ್, ತುಮ್ಚಿ ದಾಂಡ್ಗಿ ಲೊಕಾ ದರ್ಶನ್ ಬಗ್ತ್ಯಾತ್, ಅನಿ ತುಮ್ಚಿ ಮ್ಹಾತಾರಿ ಮಾನ್ಸಾ ಸಪ್ನಾ ಬಗ್ತ್ಯಾತ್.