Acts 2:18 — Compare Translations

7 translations compared side by side

Odia - 1840
"ହଁ, ସେତବେେଳେ ମୁଁ ନିଜ ସବେକ ସବେିକାମାନଙ୍କ ଉପରେ ନିଜ ଆତ୍ମା ଢ଼ାଳି ଦବେି, ସମାନେେ ଭବିଷ୍ଯତବାଣୀ କହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ସେହି କାଳରେ ଆମ୍ଭେ ନିଜ ଦାସଦାସୀମାନଙ୍କ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ସେମାନେ ଭାବବାଣୀ କହିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ହଁ, ମୋ’ ସେବକ ସେବିକାମାନଙ୍କ ଉପରେ ସେତେବେଳେ ମୁଁ ମୋର ଆତ୍ମା ଢାଳି ଦେବି ସେମାନେ ମୋର ବାର୍ତ୍ତା ଘୋଷଣା କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ହଁ, ସେତେବେଳେ ମୁଁ ନିଜ ସେବକ ସେବିକାମାନଙ୍କ ଉପରେ ନିଜ ଆତ୍ମା ଢାଳି ଦେବି, ସେମାନେ ଭବିଷ୍ୟ‌ଦ୍‌ବାଣୀ କହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ସେହି କାଳରେ ଆମ୍ଭେ ନିଜ ଦାସଦାସୀ, ଉଭୟ ପୁରୁଷ ଓ ସ୍ତ୍ରୀମାନଙ୍କ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ସେମାନେ ଭାବବାଣୀ କହିବେ।
Odia IRV 2017 (ଓଡିଆ ବାଇବେଲ)
ହଁ, ସେହି କାଳରେ ଅାମ୍ଭେ ନିଜ ଦାସଦାସୀ, ଉଭୟ ପୁରୁଷ ଓ ସ୍ତ୍ରୀମାନଙ୍କ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ସେମାନେ ଭାବବାଣୀ କହିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಎಳಾರ್ ಮಿಯಾ ಮಾಜೊ ಆತ್ಮೊ ಸೆವಕಾ, ಅನಿ ಸೆವಕಿಂಚ್ಯಾ ವೈರ್ಬಿ ಘಾಲ್ತಾ ತನ್ನಾ ತೆನಿಬಿ ಪ್ರವಾದ್ ಕರ್ತಾತ್.