Acts 2:19 — Compare Translations

7 translations compared side by side

Odia - 1840
"ମୁଁ ଉପରିସ୍ଥ ଆକାଶ ରେ ବିସ୍ମୟଜନକ କାର୍ୟ୍ଯ ଓ ନୀଚ୍ଚସ୍ଥ ପୃଥିବୀ ରେ ରକ୍ତ ନିଆଁ ମେଘ, ଧୂଆଁର ଚିହ୍ନମାନ ଦଖାଇବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଊର୍ଦ୍ଧ୍ଵସ୍ଥ ଆକାଶରେ ନାନା ଅଦ୍ଭୁତ କର୍ମ; ପୁଣି, ଅଧଃସ୍ଥ ପୃଥିବୀରେ ନାନା ଲକ୍ଷଣ, ରକ୍ତ, ଅଗ୍ନି ଓ ନିବିଡ଼ ଧୂମ ଦେଖାଇବା ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଆକାଶର ଉଦ୍ଧ୍ୱର୍ଦେଶରେ ଅଦ୍ଭୁତ କାର୍ଯ୍ୟ ଓ ନିମ୍ନସ୍ଥ ପୃଥିବୀରେ ଅଦ୍ଭୁତ ଲକ୍ଷଣ ଦେଖାଇବି। ରକ୍ତ, ଅଗ୍ନି ଓ ଘନ ଧୂମରେ ପୃଥିବୀ ପୂର୍ଣ୍ଣ ହେବ;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଉପରିସ୍ଥ ଆକାଶରେ ବିସ୍ମୟଜନକ କାର୍ଯ୍ୟ ଓ ନୀଚ୍ଚସ୍ଥ ପୃଥିବୀରେ ରକ୍ତ, ନିଆଁ, ମେଘ, ଧୂଆଁର ଚିହ୍ନମାନ ଦେଖାଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଊର୍ଦ୍ଧ୍ୱସ୍ଥ ଆକାଶରେ ନାନା ଅଦ୍ଭୁତ କର୍ମ; ପୁଣି, ଅଧଃସ୍ଥ ପୃଥିବୀରେ ନାନା ଲକ୍ଷଣ, ରକ୍ତ, ଅଗ୍ନି ଓ ନିବିଡ଼ ଧୂମ ଦେଖାଇବା।
Odia IRV 2017 (ଓଡିଆ ବାଇବେଲ)
ଅାମ୍ଭେ ଊର୍ଦ୍ଧ୍ୱସ୍ଥ ଆକାଶରେ ନାନା ଅଦ୍ଭୂତ କର୍ମ; ପୁଣି, ଅଧଃସ୍ଥ ପୃଥିବୀରେ ନାନା ଲକ୍ଷଣ, ରକ୍ତ, ଅଗ୍ନି ଓ ନିବିଡ଼ ଧୂମ ଦେଖାଇବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಮಳ್ಬಾತ್ ಅಜಾಪಾಚಿ ಕಾಮಾ ದಾಕ್ವುತಾ, ಜಿಮ್ನಿರ್ ವಳಕ್ ದಾಕ್ವುತಾ, ರಗಾತ್, ಆಗ್ ಅನಿ ಡುಕ್ಟಾಚೊ ವಾಪ್ ಥೈ ರ್‍ಹಾತಾ.