Acts 2:20 — Compare Translations
7 translations compared side by side
Odia - 1840
"ପ୍ରଭୁଙ୍କର ସହେି ମହତ୍ ଓ ପ୍ରସିଦ୍ଧ ଦିନ ଆସିବା ପୂର୍ବରୁ ସୁର୍ୟ୍ଯ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତ ବର୍ଣ୍ଣ ହାଇୟିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁଙ୍କର ମହତ୍ ଓ ପ୍ରସିଦ୍ଧ ଦିନର ଆଗମନ ପୂର୍ବରେ, ସୂର୍ଯ୍ୟ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତମୟ ହୋଇଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁଙ୍କର ମହା ଗୌରବମୟ ଦିବସର ଆଗମନ ପୂର୍ବରୁ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ରକ୍ତ ପରି ଲୋହିତ ବର୍ଣ୍ଣ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁଙ୍କର ସେହି ମହତ୍ ଓ ପ୍ରସିଦ୍ଧ ଦିନ ଆସିବା ପୂର୍ବରୁ ସୂର୍ଯ୍ୟ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତ ବର୍ଣ୍ଣ ହୋଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁଙ୍କର ମହତ ଓ ପ୍ରସିଦ୍ଧ ଦିନର ଆଗମନ ପୂର୍ବରେ, ସୂର୍ଯ୍ୟ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତମୟ ହୋଇଯିବ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁଙ୍କର ମହତ ଓ ପ୍ରସିଦଧ ଦିନର ଆଗମନ ପୂର୍ବରେ, ସୂର୍ଯ୍ୟ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତମୟ ହୋଇଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ದಿಸ್ ಕಾಳೊ ಹೊತಾ, ಚಂದ್ರಾಮ್ ರಗ್ತಾ ಸಾರ್ಕೊ ತಾಂಬ್ಡೊ ಹೊತಾ, ತನ್ನಾ ಧನಿಯಾಚೊ ಮೊಟೊ ಮಹಿಮೆಚೊ ದಿಸ್ ಯೆತಾ.