Acts 2:24 — Compare Translations
7 translations compared side by side
Odia - 1840
"କିନ୍ତୁ ଇଶ୍ବର ଏସବୁ ଘଟିବ ବୋଲି ଆଗରୁ ଜାଣିଥିଲେ। ସେଥିପାଇଁ ସେ ଯୀଶୁଙ୍କୁ ମୃତ୍ଯୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ପୁଣି ଉଠାଇଅଛନ୍ତି। ମୃତ୍ଯୁ ତାହାଙ୍କୁ ବାନ୍ଧି ରଖିପାରିଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଈଶ୍ଵର ମୃତ୍ୟୁର ବନ୍ଧନ ମୁକ୍ତ କରି ତାହାଙ୍କୁ ଉଠାଇ ଅଛନ୍ତି, କାରଣ ସେ ଯେ ମୃତ୍ୟୁ ଦ୍ଵାରା ଆବଦ୍ଧ ରହିବେ, ତାହା ଅସମ୍ଭବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଈଶ୍ୱର ତାଙ୍କୁ ମୃତ୍ୟୁ କବଳରୁ ମୁକ୍ତ କରି ପୁନରୁତ୍ôଥତ କଲେ, କାରଣ ସେ ମୃତ୍ୟୁ ଦ୍ୱାରା ଆବଦ୍ଧ ହୋଇ ରହିବା ଅସମ୍ଭବ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଈଶ୍ୱର ଏସବୁ ଘଟିବ ବୋଲି ଆଗରୁ ଜାଣିଥିଲେ। ସେଥିପାଇଁ ସେ ଯୀଶୁଙ୍କୁ ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ପୁଣି ଉଠାଇଅଛନ୍ତି। ମୃତ୍ୟୁ ତାହାଙ୍କୁ ବାନ୍ଧି ରଖିପାରିଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଈଶ୍ବର ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ଉଠାଇଅଛନ୍ତି, କାରଣ ସେ ଯେ ମୃତ୍ୟୁ ଦ୍ୱାରା ଆବଦ୍ଧ ରହିବେ ତାହା ଅସମ୍ଭବ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଈଶ୍ୱର ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ଉଠାଇଅଛନ୍ତି, କାରଣ ସେ ଯେ ମୃତ୍ୟୁ ଦ୍ୱାରା ଆବଦ୍ଧ ରହିବେ ତାହା ଅସମ୍ଭବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಮರ್ನಾಚೊ ತರಾಸ್ ಸೊಸ್ಲ್ಯಾನ್, ಖರೆ ದೆವಾನ್ ತೆಕಾ ಮರ್ನಾತ್ನಾ ಉಟ್ವುಲ್ಯಾನ್, ತಸೆ ಹೊವ್ನ್ ಮರ್ನಾಚ್ಯಾನ್ ಜೆಜುಕ್ ಧರುನ್ ಘೆವ್ಕ್ ಹೊವ್ಕ್ ನಾ.