Acts 2:25 — Compare Translations
7 translations compared side by side
Odia - 1840
"ଦାଉଦ ତାହାଙ୍କ ବିଷୟ ରେ କହିଥିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦ ତ ତାହାଙ୍କ ବିଷୟରେ କହନ୍ତି, ‘ମୁଁ ସର୍ବଦା ମୋହର ସମ୍ମୁଖରେ ପ୍ରଭୁଙ୍କୁ ଦର୍ଶନ କରୁଥିଲି, କାରଣ ମୁଁ ଯେପରି ବିଚଳିତ ନ ହୁଏ, ସେଥିପାଇଁ ସେ ମୋହର ଦକ୍ଷିଣ ପାର୍ଶ୍ଵରେ ଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏ ସମ୍ପର୍କରେ ଦାଉଦ କହିଛନ୍ତି; ‘ସବୁ ସମୟରେ ମୁଁ ଈଶ୍ୱରଙ୍କୁ ମୋ’ ସମ୍ମୁଖରେ ଦେଖିଛି, ସେ ମୋ’ ଦକ୍ଷିଣ ପାଶ୍ୱର୍ରେ ରହିଛନ୍ତି। କେହି ମୋତେ ବିଚଳିତ କରିପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ତାହାଙ୍କ ବିଷୟରେ କହିଥିଲେ, ‘ମୁଁ ସର୍ବଦା ପ୍ରଭୁଙ୍କୁ ମୋ’ ସମ୍ମୁଖରେ ଦେଖୁଥିଲି। ସେ ମୋତେ ନିରାପଦରେ ରଖିବା ପାଇଁ ମୋର ଡାହାଣ ପାଖରେ ରହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାଉଦ ତ ତାହାଙ୍କ ବିଷୟରେ କହନ୍ତି, “‘ମୁଁ ସର୍ବଦା ମୋହର ସମ୍ମୁଖରେ ପ୍ରଭୁଙ୍କୁ ଦର୍ଶନ କରୁଥିଲି, କାରଣ ମୁଁ ଯେପରି ବିଚଳିତ ନ ହୁଏ, ସେଥିପାଇଁ ସେ ମୋହର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦାଉଦ ତ ତାହାଙ୍କ ବିଷୟରେ କହନ୍ତି, ମୁଁ ସର୍ବଦା ମୋହର ସମ୍ମୁଖରେ ପ୍ରଭୁଙ୍କୁ ଦର୍ଶନ କରୁଥିଲି, କାରଣ ମୁଁ ଯେପରି ବିଚଳିତ ନ ହୁଏ, ସେଥିପାଇଁ ସେ ମୋହର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ದಾವಿದಾನ್ ಜೆಜುಚ್ಯಾ ವಿಶಯಾತ್ ಅಶೆ ಸಾಂಗಲ್ಲೆ ಹಾಯ್, ಧನಿ ಸಗ್ಳ್ಯಾ ವೆಳಾರ್ ಮಾಜ್ಯಾ ಇದ್ರಾಕ್ ಹೊತ್ತೆ ಮಿಯಾ ಬಗಟ್ಲೊ: ಕಶ್ಯಾಕ್ ಮಟ್ಲ್ಯಾರ್ ತೊ ಮಾಜ್ಯಾ ಉಜ್ವ್ಯಾ ಬಾಜುಕ್ ಹಾಯ್ ತಸೆ ಹೊವ್ನ್ ಮಿಯಾ ಭಿಂಯೆ ನಸ್ತಾನಾ ಘಟ್ ರ್ಹಾತಾ,