Acts 2:26 — Compare Translations
7 translations compared side by side
Odia - 1840
"ଏହାଦ୍ବାରା ମାରେ ମନ ପ୍ରଫୁଲ୍ଲିତ ହେଲା ଓ ମାେ ମୁଁହରୁ ଆନନ୍ଦପୁର୍ଣ୍ଣ କଥା ବାହାରିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ମୋହର ହୃଦୟ ପ୍ରଫୁଲ୍ଲ ଓ ମୋହର ଜିହ୍ଵା ଉଲ୍ଲସିତ ହେଲା, ଆହୁରି ମୋହର ଶରୀର ମଧ୍ୟ ଭରସାରେ ବାସ କରିବ,
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ମୁଁ ଆନନ୍ଦରେ ପରିପୂର୍ଣ୍ଣ, ମୋର ଜିହ୍ୱା ଉଲ୍ଲସି ଉଠୁଛି। ଯଦ୍ୟପି ମୁଁ ମରଣଶୀଳ, ମୁଁ ନିଶ୍ଚିତ ଭରସାରେ ସୁସ୍ଥିର,
Odia Bible ERV 2004 (ପବିତ୍ର ବାଇବଲ)
ଏହା ଦ୍ୱାରା ମୋର ମନ ପ୍ରଫୁଲ୍ଲିତ ହେଲା ଓ ମୋ’ ମୁହଁରୁ ଆନନ୍ଦପୂର୍ଣ୍ଣ କଥା ବାହାରିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ମୋହର ହୃଦୟ ପ୍ରଫୁଲ୍ଲ ଓ ମୋହର ଜିହ୍ୱା ଉଲ୍ଲସିତ ହେଲା, ଆହୁରି ମୋହର ଶରୀର ମଧ୍ୟ ଭରସାରେ ବାସ କରିବ,
Odia IRV 2017 (ଓଡିଆ ବାଇବେଲ)
ତେଣୁ ମୋହର ହୃଦୟ ପ୍ରଫୁଲ୍ଲ ଓ ମୋହର ଜିହ୍ୱା ଉଲ୍ଲସିତ ହେଲା, ଆହୁରି ମୋହର ଶରୀର ମଧ୍ୟ ଭରସାରେ ବାସ କରିବ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ಮಾಜ್ಯಾ ಮನಾಕ್ ಲೈ ಕುಶಿ ಹೊತಾ, ಅನಿ ಮಾಜಿ ಬೊಲ್ನಿ ಕುಶಿನ್ ಭರುನ್ ರ್ಹಾತ್ಯಾತ್, ಅನಿ ಮರ್ತಲ್ಯಾ ಸಾರ್ಕೊ ಹೊತ್ತೊ ಮಿಯಾ ಬರೊಸ್ಯಾನ್ ಜಿವನ್ ಕರ್ತಾ.