Acts 2:27 — Compare Translations
7 translations compared side by side
Odia - 1840
"ମାେ ଶରୀର ମଧ୍ଯ ଭରସା ରେ ବଞ୍ଚି ରହିବ, ଯେ ହତେୁ ତୁମ୍ଭେ ମାରେ ଆତ୍ମାକୁ ମୃତ୍ଯୁ ସ୍ଥାନ ରେ ଛାଡ଼ିଦବେ ନାହିଁ। ତୁମ୍ଭେ ନିଜର ପବିତ୍ର ବ୍ଯକ୍ତିକୁ କବର ରେ କ୍ଷୟ ହବୋକୁ ଦବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ମୋହର ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ, କିଅବା ଆପଣା ଭକ୍ତକୁ କ୍ଷୟ ପାଇବାକୁ ଦେବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ତୁମେ ମୋତେ ମୃତମାନଙ୍କ ଜଗତରେ ପରିତ୍ୟାଗ କରିବ ନାହିଁ; ତୁମେ ତୁମର ବିଶ୍ୱସ୍ତ ସେବକଙ୍କୁ କବର ମଧ୍ୟରେ କ୍ଷୟ ପାଇବାକୁ ଛାଡ଼ି ଦେବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ଶରୀର ମଧ୍ୟ ଭରସାରେ ବଞ୍ଚି ରହିବ, ଯେହେତୁ ତୁମ୍ଭେ ମୋର ଆତ୍ମାକୁ ମୃତ୍ୟୁ ସ୍ଥାନରେ ଛାଡ଼ିଦେବ ନାହିଁ। ତୁମ୍ଭେ ନିଜର ପବିତ୍ର ବ୍ୟକ୍ତିକୁ କବରରେ କ୍ଷୟ ହେବାକୁ ଦେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ମୋହର ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ, କିଅବା ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ମୋହର ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ, କିଅବା ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ತಿಯಾ ಮಾಜೊ ಜಿವಾಚೊ ಆತ್ಮೊ ಪಾತಾಳಾತ್ ಘಾಲಿನೆಯ್, ತಿಯಾ ಪವಿತ್ರ್ ಹೊವ್ನ್ ಹೊತ್ತೆ ಮಾಜೆ ಆಂಗ್ ಕುಸುನ್ ಜಾವ್ಕ್ ಅವಕಾಸ್ ದಿನೆಯ್.